Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀବନଶୈଳୀ ନ ବଦଳିଲେ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଘଟିବ ଅନେକ କ୍ଷତି: ସତର୍କ କରାଇଲେ ବିଶେଷଜ୍ଞ
ଆଜିର ଖବର

ଜୀବନଶୈଳୀ ନ ବଦଳିଲେ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଘଟିବ ଅନେକ କ୍ଷତି: ସତର୍କ କରାଇଲେ ବିଶେଷଜ୍ଞ

January 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମୁଦ୍ର ଜୁଆର ଯୋଗୁଁ ବିପଦରେ ପୋଡ଼ମ୍ପେଟା ଗ୍ରାମ: ବିପନ୍ନଙ୍କୁ ତୁରନ୍ତ ସହାୟତା ଓ ସ୍ଥାୟୀ ଥଇଥାନ ଦାବି
ସମୁଦ୍ର ଜୁଆର ଯୋଗୁଁ ବିପଦରେ ପୋଡ଼ମ୍ପେଟା ଗ୍ରାମ: ବିପନ୍ନଙ୍କୁ ତୁରନ୍ତ ସହାୟତା ଓ ସ୍ଥାୟୀ ଥଇଥାନ ଦାବି

ଭୁବନେଶ୍ୱର: ଜଳବାୟୁ ପରିବର୍ତ୍ତନ ଫଳରେ ମଣିଷ ସମାଜ ଉପରେ ଏହାର ଅନେକ ପ୍ରଭାବ ପଡ଼ିବାକୁ ଆରମ୍ଭ ହୋଇଛି ବୋଲି ବିଶେଷଜ୍ଞମାନେ ଚେତାବନୀ ଦେବା ସହ ତୁରନ୍ତ ଏହାକୁ ରୋକିବା ଦିଗରେ ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଛନ୍ତି। ଗ୍ଲୋବାଲ୍ ୱାର୍ମିଂ ଯୋଗୁଁ ସମୁଦ୍ର ପତନର ବୃଦ୍ଧି ହୋଇଛି ଏବଂ ଏଥିପାଇଁ ଓଡ଼ିଶାର ଅନେକ ଉପକୂଳବର୍ତ୍ତୀ ଗ୍ରାମ ଲୋପ ପାଇବାକୁ ବସିଲାଣି।

ସେହିପରି ପାଣିର ଅପବ୍ୟବହାର ମଧ୍ୟ ଭବିଷ୍ୟତରେ ପରିସ୍ଥିତିକୁ ଜଟିଳ କରିବାକୁ ଯାଉଛି ବୋଲି କହିଛନ୍ତି କମ୍ବାଟ୍ କ୍ଲାଇମେଟ୍ ଚେଞ୍ଜ ନେଟୱାର୍କ ଭାରତ ଶାଖାର ଆବାହକ ରଞ୍ଜନ ପଣ୍ଡା। ଓଡ଼ିଶାର କେନ୍ଦ୍ରାପଡା ଜିଲ୍ଲା ଉପକୂଳରେ ଥିବା ସାତଭାୟା ଅଂଚଳର ୭ ଟି ଗ୍ରାମ ସମୁଦ୍ର ପତନ ବୃଦ୍ଧି ଯୋଗୁଁ ଲୋପ ପାଇଯାଇଥିବା ବେଳେ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍‌ର ବହୁ ଗ୍ରାମ ସମାନ ପରିସ୍ଥିତିର ସମ୍ମୁଖୀନ ହୋଇଛି ବୋଲି ଓଡ଼ିଶାର ଜଳମାନବ ଭାବେ ପରିଚିତ ଶ୍ରୀ ପଣ୍ଡା କହିଛନ୍ତି।

ପ୍ରତ୍ୟେକ ଥର ବାତ୍ୟା ଆସିଲେ ବଙ୍ଗୋପସାଗର ଉପକୂଳ ଅଂଚଳର କେତେକ ସ୍ଥାନକୁ ମାଡି ଆସୁଛି ଏବଂ ଅସ୍ତରଙ୍ଗରେ ମଧ୍ୟ ୫ କିମି ପର୍ଯ୍ୟନ୍ତ ସମୁଦ୍ର ଜଳ ଆସିଯିବା କହିଛନ୍ତି ଗବେଷକ ତଥା ପରିବେଶବିତ୍ ଶ୍ରୀ ପଣ୍ଡା।

ଜଳବାୟୁ ପରିବର୍ତ୍ତନ ଜୀବନଶୈଳୀ ସତର୍କ କରାଇଲେ ବିଶେଷଜ୍ଞ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026

ଆଜି ନବ ଯୌବନ ଦର୍ଶନ, ଦିନକ ପରେ ଶ୍ରୀଗୁଣ୍ଡିଚା, ସଜେଇ ହେଲାଣି ବଡ ଦାଣ୍ଡ

July 14, 2026

ଆମେରିକା ସହିତ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କଲା ଭାରତ?: ପଢନ୍ତୁ ସର୍ଜିଓ ଗୋର୍ ଙ୍କ ପ୍ରତିକ୍ରିୟା

July 14, 2026
Latest News

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026

ଆଜି ନବ ଯୌବନ ଦର୍ଶନ, ଦିନକ ପରେ ଶ୍ରୀଗୁଣ୍ଡିଚା, ସଜେଇ ହେଲାଣି ବଡ ଦାଣ୍ଡ

July 14, 2026

ଆମେରିକା ସହିତ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କଲା ଭାରତ?: ପଢନ୍ତୁ ସର୍ଜିଓ ଗୋର୍ ଙ୍କ ପ୍ରତିକ୍ରିୟା

July 14, 2026

ଇରାନ ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁ: ପ୍ରତିଶୋଧ ନେବାକୁ ଚେତାବନୀ ଦେଲା UAE

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.