Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାବଧାନ!, ଏଭଳି ଲୋକଙ୍କୁ କେବେ ବି କରନ୍ତୁ ନାହିଁ ବିଶ୍ଵାସ, ପସ୍ତାଇବେ ଜୀବନ ସାରା
ଆଜିର ଖବର

ସାବଧାନ!, ଏଭଳି ଲୋକଙ୍କୁ କେବେ ବି କରନ୍ତୁ ନାହିଁ ବିଶ୍ଵାସ, ପସ୍ତାଇବେ ଜୀବନ ସାରା

February 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। ପରବର୍ତ୍ତି ସମୟରେ ଆପଣଙ୍କୁ ସମସ୍ୟାରେ ପକାନ୍ତି।

ସେଥିପାଇଁ ମିଷ୍ଟଭାଷୀ ଲୋକଙ୍କଠାରୁ ସବୁବେଳେ ଦୂରେଇ ରହନ୍ତୁ। କଦାପି ସେମାନଙ୍କୁ ବିଶ୍ବାସକୁ ନିଅନ୍ତୁ ନାହିଁ। ହଁ ଆପଣ ତାଙ୍କ ସହିତ ସଂପର୍କ ରଖିପାରନ୍ତି, ହେଲେ ଗଭୀର ସଂପର୍କ ରଖନ୍ତୁ ନାହିଁ। ଏମାନେ ହେଉଛନ୍ତି ପୂର୍ଣ୍ଣ ବିଷ ମାଠିଆ ଉପରେ ଥିବା କିଛି ଅମୃତ ସଦୃଶ୍ୟ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ଜୀବନ ସାରା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026

ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

March 6, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

March 6, 2026

ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର: ଚାରିଧାମ ଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହେଲା ପଞ୍ଜୀକରଣ

March 6, 2026

କ୍ରମାଗତ ଚତୁର୍ଥ ଦିନ ପାଇଁ ହ୍ରାସ ପାଇଲା ସୁନାର ମୂଲ୍ୟ: ଜାଣନ୍ତୁ ଆଜିର ଦର

March 6, 2026

ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

March 6, 2026

ଆଜି “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.