Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମର ସ୍ବାସ୍ଥ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟଙ୍କ ଭଲ ଉପଦେଶ, ଜାଣିଲେ ମିଳିବ ଅନେକ ଉପକାର
ଆଜିର ଖବର

ଆମର ସ୍ବାସ୍ଥ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟଙ୍କ ଭଲ ଉପଦେଶ, ଜାଣିଲେ ମିଳିବ ଅନେକ ଉପକାର

February 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମାନବ ସ୍ବାସ୍ଥ୍ୟ ଉପରେ ବେଶ ଭଲ ଉପଦେଶ ଦେଇଛନ୍ତି। ଯାହା ସାଧାରଣ ଜୀବନରେ ପ୍ରତିଟି ମଣିଷ ତାହାକୁ ମାନିବା ଉଚିତ। ଚାଣକ୍ୟଙ୍କ ହିସାବରେ ଜଣେ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନ ନେବା ନିହାତି ଆବଶ୍ୟକ। ଯେତେ ଜରୁରୀ କାମ ଥାଉ ନା କାହିଁକି ଦିନରେ ଥରୁଟିଏ ସ୍ବାସ୍ଥ୍ୟ ପ୍ରତି ନଜର ଦେବା ଆବଶ୍ୟକ। କାରଣ ଆପଣ ଯେତେଦିନ ସୁସ୍ଥ୍ୟ ରହିବେ ସେତେଦିନ ପର୍ଯ୍ୟନ୍ତ ମୃତ୍ୟୁ ଦୂରେଇ ରହିବ।

ଯଦି ଆପଣ ବଞ୍ଚି ରହିବେ ତେବେ ଧର୍ମକର୍ମ ଏବଂ ପରିବାରର ମଙ୍ଗଳ କରିବେ। ହେଲେ ମରିଗଲେ କିଛି କରିପାରିବେ ନାହିଁ। ନିଜେ ଅସୁସ୍ଥ୍ୟ ରହି ରୋଗ ବ୍ୟାଧିରେ ପଡିରହିଲେ ଆପଣ କାହାର କାମରେ ଆସିବେ ନାହିଁ। କାହାର ଉପକାରଟିଏ ମଧ୍ୟ କରିପାରିବେ ନାହିଁ। କେବଳ ଆପଣଙ୍କ ରୋଗ କଥା ଚିନ୍ତା କରି ଶେଷରେ ଦେହତ୍ୟାଗ କରିବେ। ତେଣୁ ବଞ୍ଚିଥିଲେ କିଛି କରିବେ, ବଞ୍ଚିବା ପାଇଁ ସ୍ବାସ୍ଥ୍ୟର ଯତ୍ନ ନେବା ନିହାତି ଆବଶ୍ୟକ। ସେଥିପାଇଁ ଚାଣ୍ୟକ ଏ ନେଇ ସଂସ୍କୃତରେ ଯାହା କହିଛନ୍ତି ତାହାର ଓଡିଆ ହେଲା..

ସୁସ୍ଥ୍ୟ ଓ ନିରୋଗ ରହିଥିବ ଯେତେ ଦିନ । ସଂସାରରେ କରିପାରିବ ନାନା ଧର୍ମ କର୍ମ ।।

ସୁସ୍ଥ ରହିବାକୁ ତେଣୁ କର ହେ ଯତନ। ଦୀର୍ଘାୟୁ ହୋଇଣ କର ଜଗତ କଲ୍ୟାଣ ।।

ଅନେକ ଉପକାର ଆଚାର୍ଯ୍ୟ ଚାଣକ୍ୟ ଆମର ସ୍ବାସ୍ଥ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ବଢିଲା ଅଶୋଧିତ ତୈଳ ଦର

April 20, 2026

ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ

April 20, 2026

ଆମେରିକାରେ ଭୟଙ୍କର ଗୁଳିକାଣ୍ଡ: ଆଠ ନାବାଳକଙ୍କ ମୃତ୍ୟୁ

April 20, 2026
Latest News

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ବଢିଲା ଅଶୋଧିତ ତୈଳ ଦର

April 20, 2026

ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ

April 20, 2026

ଆମେରିକାରେ ଭୟଙ୍କର ଗୁଳିକାଣ୍ଡ: ଆଠ ନାବାଳକଙ୍କ ମୃତ୍ୟୁ

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.