Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୃହରେ ବାସ୍ତୁ ଦୋଷ ଥିଲେ କରନ୍ତୁ ଏହି ସରଳ ଉପାୟ: ଦୂର ହେବ ସବୁ ସମସ୍ୟା
ଆଜିର ଖବର

ଗୃହରେ ବାସ୍ତୁ ଦୋଷ ଥିଲେ କରନ୍ତୁ ଏହି ସରଳ ଉପାୟ: ଦୂର ହେବ ସବୁ ସମସ୍ୟା

March 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବାସ୍ତୁଶାସ୍ତ୍ର ଅନୁସାରେ ବାସ୍ତୁ ଦୋଷ ରହୁଥିବା ଘରେ ସୁଖ ଶାନ୍ତି ଏବଂ ପରିବାରର ଉନ୍ନତିରେ ସମସ୍ୟା ଦେଖାଯାଏ। ବାସ୍ତୁ ଦୋଷ କାରଣରୁ କୌଣସି ବ୍ଯକ୍ତିର ଭାଗ୍ୟ ଉପରେ ଖରାପ ପ୍ରଭାବ ପଡିଥାଏ। ଏହାସହିତ ଘରର ଅନ୍ୟ ସଦସ୍ୟଙ୍କ ମଧ୍ୟରେ ଅନେକ ସମସ୍ୟା ଦେଖାଯାଏ।

ତେବେ ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଘରର ବାସ୍ତୁ ଦୋଷ ଦୂର କରିବା ପାଇଁ କର୍ପୂରକୁ ମହତ୍ବପୂର୍ଣ୍ଣ ଏବଂ ଫଳପ୍ରଦ ବୋଲି ବିଶ୍ବାସ କରାଯାଏ। କର୍ପୂରର ଏମିତି କିଛି ଉପାୟ ଅଛି, ଯେଉଁଥିରେ ବାସ୍ତୁ ଦୋଷ ଦୂର ହୋଇପାରିବ।

ବାସ୍ତୁ ଦୋଷ ଦୂର କରିବାର ଉପାୟ ଗୁଡିକ ହେଲା:

୧- ଘରର କୋଣରେ କିଛି କର୍ପୂର ରଖିଦିଅନ୍ତୁ, ତାହା ଆପେ ଆପେ ତରଳି ମିଶିଲା ପରେ ପୁନଶ୍ଚ ଆଉ କିଛି କର୍ପୂର ରଖିଦିଅନ୍ତୁ। ଏହା କରିବା ଦ୍ଵାରା ଘରର ବାସ୍ତୁ ଦୋଷ ଦୂର ହୋଇପାରିବ ନାହିଁ।

୨- ଗୃହରେ ସବୁବେଳେ ସକାଳେ ଏବଂ ସନ୍ଧ୍ୟା ସମୟରେ ଦେଶୀ ଘିଅରେ କର୍ପୂରକୁ ମିଶାଇ ଜଳାନ୍ତୁ । ଏଥିରେ ଘରର ସକାରାତ୍ମକ ଶକ୍ତି ସୃଷ୍ଟି ହେବ। ସାଥିରେ ଘରର ସୁଖ ଶାନ୍ତି ଜାରି ରହିବ।

୩- ରାତିରେ ରୋଷେଇ କାମ ସରିଲା ପରେ ସଫା ଥିବା ଏକ କଟୋରୀରେ ଲବଙ୍ଗ ଏବଂ କର୍ପୂର ଜଳାଇବା ଲାଭଦାୟକ ଅଟେ। ଏଥିରେ ଘରର ଧାନର ଭଣ୍ଡାର ସବୁବେଳେ ଭରି ରହିବ।

୪- ଅନେକ ଥର ବହୁ ପରିଶ୍ରମ କରିଲା ପରେ ସଫଳତା ମିଳିନଥାଏ। ଏଭଳି ସ୍ଥଳେ କଟୋରୀରେ ନିୟମିତ ଭାବେ ଲବଙ୍ଗ ଏବଂ କର୍ପୂର ଜଳାଇ ଘରର ସବୁଆଡେ ବୁଲାନ୍ତୁ। ଏଥିରେ ସବୁ ସମସ୍ୟା ଦୂର ହେବ ଏବଂ କାମ ହେବାରେ ଲାଗିବ।

୫- ଗାଧୋଇବା ପରେ ପାଣିରେ କର୍ପୂର ତେଲର କିଛି ବୁନ୍ଦା ଢାଳିଲେ ଶରୀରରରେ ଶକ୍ତି ଏବଂ ଫୁର୍ତ୍ତି ଅନୁଭୂତି ହେବ। ଏହାଦ୍ବାରା ଭାଗ୍ୟ ମଧ୍ୟ ଚମକିବ।

୬- ଗୃହରେ ସକାରତ୍ମକ ଶକ୍ତି ପାଇଁ ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ କର୍ପୂର ଜଳାଇ ଗୋଟିଏ କୋଣରେ ରଖନ୍ତୁ

୭- ଗୃହର ଅଗ୍ନି କୋଣ ତଥା ଦକ୍ଷିଣ-ପୂର୍ବ ଦିଗରେ ପ୍ରତିଦିନ କର୍ପୂର ଜଳାଇଲେ ପରିବାରର ଆର୍ଥିକ ସମୃଦ୍ଧି ହେବ।

ଦୂର ହେବ ସମସ୍ୟା ବାସ୍ତୁ ଦୋଷ ବାସ୍ତୁଶାସ୍ତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026
Latest News

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.