Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରେ ସୂର୍ଯ୍ୟ କିରଣ ପଡିବା ଭଲ, ନଚେତ୍ ଘରକୁ ଆଣନ୍ତୁ ସୂର୍ଯ୍ୟଦେବଙ୍କ ପ୍ରତିମା, ଦୂର ହେବ ସମସ୍ୟା
ଆଜିର ଖବର

ଘରେ ସୂର୍ଯ୍ୟ କିରଣ ପଡିବା ଭଲ, ନଚେତ୍ ଘରକୁ ଆଣନ୍ତୁ ସୂର୍ଯ୍ୟଦେବଙ୍କ ପ୍ରତିମା, ଦୂର ହେବ ସମସ୍ୟା

May 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୂର୍ଯ୍ୟଦେବଙ୍କ ପ୍ରତିମା
ଘରକୁ ଆଣନ୍ତୁ ସୂର୍ଯ୍ୟଦେବଙ୍କ ପ୍ରତିମା, ପାଆନ୍ତୁ ସମସ୍ୟାରୁ ମୁକ୍ତି

ବାସ୍ତୁ ଶାସ୍ତ୍ର: ସୂର୍ଯ୍ୟଦେବ ଅଗ୍ନି ଦେବଙ୍କ ସ୍ବରୂପ ଏବଂ ପ୍ରତ୍ୟକ୍ଷ ଦେବତା ରୂପେ ମନାଯାଇଥାଏ। ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କର ବିଶେଷ ମହତ୍ତ୍ଵ ରହିଛି। ଶକ୍ତିର ଅସୀମ ଭଣ୍ଡାର ସୂର୍ଯ୍ୟଦେବଙ୍କୁ ନେଇ ବାସ୍ତୁ ଶାସ୍ତ୍ରରେ ବହୁ ରୋଚକ ଉପାୟ ରହିଛି, ଯାହାର ଉପଯୋଗରେ ଆମ ଜୀବନରେ ବେଶ୍‌ ଉନ୍ନତି ହୋଇଥାଏ।

ସୂର୍ଯ୍ୟୋଦୟର ପୂର୍ବରୁ ବ୍ରହ୍ମମୁହୂର୍ତ୍ତ ସମୟଟି ଅଧ୍ୟୟନ ପାଇଁ ସର୍ବଶ୍ରେଷ୍ଠ। ବିଦ୍ୟାର୍ଥୀମାନେ ଏହି ସମୟକୁ ସଦୁପଯୋଗ କରିବା ଉଚିତ୍‌। ସୂର୍ଯ୍ୟୋଦୟ ସମୟରେ ଘରର ସମସ୍ତ ଝରକା କବାଟ ଖୋଲିବା ଉଚିତ୍‌। ଯଦି କୌଣସି ଘରେ ସୂର୍ଯ୍ୟ କିରଣ ଠିକ୍‌ ଭାବରେ ପଡିପାରୁନାହିଁ, ତେବେ ସେହି ଘରେ ସୂର୍ଯ୍ୟ ଦେବଙ୍କ ତମ୍ବାର ପ୍ରତିମା ଲଗାଇବା ଉଚିତ୍‌।

ସେହିପରି ରୋଷେଇ ଘର ଓ ସ୍ନାନ ଘରେ ସୂର୍ଯ୍ୟର ପ୍ରକାଶ ପହଞ୍ଚିବା ଅତ୍ୟନ୍ତ ଆବଶ୍ୟକ।  ସେହିପରି ଯେଉଁ ଘରେ ଧନ ସମ୍ପତ୍ତି ରଖୁଛନ୍ତି ,ସେହି ଘରେ ସୂର୍ଯ୍ୟଦେବଙ୍କ ପ୍ରତିମା ଲଗାଇଲେ ଘରେ କେବେ ଆର୍ଥିକ ସମସ୍ୟା ଉପୁଜିବ ନାହିଁ।

ପରିବାରର ଯଦି କୌଣସି ଲୋକେ ଦୀର୍ଘ ଦିନ ଧରି ଅସୁସ୍ଥ ରହୁଛନ୍ତି ତେବେ ସେହି ଘରେ ସୂର୍ଯ୍ୟଦେବଙ୍କ ପ୍ରତିମା ଲଗାଇବା ଉଚିତ୍‌। ଏହାଦ୍ବାରା ସେ ଶୀଘ୍ର ସୁସ୍ଥ ହେବେ। ସେହିପରି ରୋଷେଇ ଘରେ ସୂର୍ଯ୍ୟଦେବଙ୍କ ପ୍ରତିମା ଲଗାଇଲେ ଅନ୍ନର ଅଭାବ କଦାପି ହୋଇନଥାଏ। ସେହିପରି କାର୍ଯ୍ୟାଳୟ ବା ଦୋକାନରେ ସୂର୍ଯ୍ୟ ଦେବଙ୍କର ପ୍ରତିମା ଲଗାଇବା ଦ୍ବାରା ଉନ୍ନତି ମିଳିଥାଏ। ଘରର ମନ୍ଦିରରେ ସୂର୍ଯ୍ୟଦେବଙ୍କର ପ୍ରତିମା ଲଗାଇବା ଦ୍ବାରା ଘରେ ସୂର୍ଯ୍ୟଦେବଙ୍କ କୃପା ରହିଥାଏ।

ଅଗ୍ନି ଦେବ ଦୂର ହେବ ସମସ୍ୟା ସୂର୍ଯ୍ୟ କିରଣ ସୂର୍ଯ୍ୟଦେବଙ୍କ ପ୍ରତିମା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ବୋମା ବିସ୍ଫୋରଣରେ ଯୁବକ ମୃତ

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.