Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରେ ଲଗାନ୍ତୁ ଏହିସବୁ ଗଛ, ସର୍ବଦା ରହିବ ମାତା ଲକ୍ଷ୍ମୀଙ୍କ କୃପା
ଆଜିର ଖବର

ଘରେ ଲଗାନ୍ତୁ ଏହିସବୁ ଗଛ, ସର୍ବଦା ରହିବ ମାତା ଲକ୍ଷ୍ମୀଙ୍କ କୃପା

May 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୀବନଶୈଳୀ: ବଗିଚା କାହାକୁ ବା ଭଲ ନ ଲାଗେ। ଯଦିଓ ଆମ ସହରୀ ଜୀବନରେ ଜାଗାର ଅଭାବ ହେତୁ ଆମେ ବଗିଚା କରିପାରୁନାହିଁ, କିନ୍ତୁ କିଚେନ୍‌ ଗାର୍ଡେନ୍‌ କରୁଛୁ। ବାଲ୍‌କୋନୀ ହେଉ ଅଥବା ଟେରେସ୍‌ ସବୁଠି କୁଣ୍ଡ କିମ୍ବା ଅନ୍ୟ ଉପାୟରେ ଗଛ ଲଗାଉଛୁ। ଆଜିକାଲି ଘର ଭିତରେ ଗଛ ଲଗାଇ ତାକୁ ଏକ ସୁନ୍ଦର ସାଜସଜ୍ଜା ଦିଆଯାଇପାରୁଛି। ତେବେ ଆସନ୍ତୁ ଜାଣିବା କେଉଁ କେଉଁ ଗଛ ଲଗାଇବା ଦ୍ବାରା ଘରେ ସୁଖ ସମୃଦ୍ଧି ରହିଥାଏ। ମାତାଲକ୍ଷ୍ମୀଙ୍କର ଆଶୀର୍ବାଦ ରହିଥାଏ।

ଯଦି ଆପଣ ଘରେ ବଗିଚା ପାଇଁ ପ୍ରସ୍ତୁତ କରୁଛନ୍ତି ତେବେ ଆପଣ ପ୍ରଥମେ କଦଳୀଗଛ ହିଁ ଲଗାନ୍ତୁ। କଦଳୀ ଗଛ ବହୁତ ଉପକାରୀ। ଏହାର  ଯେତିକି ଉପକାରୀ ଏହି ଗଛ ଲଗାଇବା ଦ୍ବାରା ଘରେ ସୁଖ ଶାନ୍ତି ରହିଥାଏ।

ତୁଳସୀ ଗଛ ପବିତ୍ର ଓ ପୂଜନୀୟ। ସମସ୍ତେ ଘରେ ଘରେ ତୁଳସୀ ଗଛ ଲଗାଇଥାନ୍ତି। ତୁଳସୀ ପୂଜନ ତ ସମେସ୍ତ କରିଥା’ନ୍ତି। ସେହିପରି ତୁଳସୀର ଉପକାରୀ ଗୁଣ ଅନନ୍ୟ। ତୁଳସୀ ଗଛ ଘରେ ଲଗାଇବା ଦ୍ବାରା ଲକ୍ଷ୍ମୀଙ୍କର ଆଶୀର୍ବାଦ ପ୍ରାପ୍ତ ହୋଇଥାଏ। ସେହିପରି ରବିବାର ଦିନ ତୁଳସୀ ପତ୍ର ତୋଳନ୍ତୁ ନାହିଁ। ଏହା ଅଶୁଭ ହୋଇଥାଏ।

ସେହିପରି ମନି ପ୍ଲାଣ୍ଟ ମଧ୍ୟ ଅତ୍ୟନ୍ତ ଶୁଭ। ଏହି ଗଛ ଲଗାଇବା ଦ୍ବାରା ଘରେ ଲକ୍ଷ୍ମୀଙ୍କର ବାସ ହୋଇଥାଏ। ହଦଳୀ ଗଛ ମଧ୍ୟ ବେଶ୍‌ ଶୁଭଦାୟକ।

ଯଦି ଆପଣ କିଚେନ୍‌ ଗାର୍ଡେନ୍‌ କରିବାକୁ ଚାହୁଁଛନ୍ତି ତେବେ ଆପଣ ଧନିଆ, ପାଳଙ୍ଗ ପରି ଗଛଗୁଡିକୁ ଲଗାନ୍ତୁ। ଏହା ରୋଷେଇରେ ସାହାଯ୍ୟ କରିବା ସହିତ ଏହି ଗଛଗୁଡିକ ବାସ୍ତୁ ଦୃଷ୍ଟିରୁ ବହୁତ ଶୁଭ ହୋଇଥାଏ।

ତେବେ ଘରେ କୌଣସି ପ୍ରକାରର କଣ୍ଟାଜାତୀୟ ଗଛ ଲଗାନ୍ତୁ ନାହିଁ। ସେହିପରି ଯେଉଁ ଗଛର ଛାଲକୁ କାଟିଲେ ଧଳା ଧଳା ପଦାର୍ଥ ବାହାରିଥାଏ, ସେପରି ଗଛ ଲଗାନ୍ତୁ ନାହିଁ। ଏପରି ଗଛ ଲଗାଇଲେ ଘରେ ନକାରାତ୍ମକ ଶକ୍ତିସୃଷ୍ଟି ହୋଇଥାଏ।

ଜୀବନଶୈଳୀ ମାତା ଲକ୍ଷ୍ମୀ
Share. Facebook Twitter LinkedIn Email WhatsApp Copy Link

Related Posts

ମେଧା ପାଟକରଙ୍କ ମାନହାନି ମାମଲା: ଦିଲ୍ଲୀ ଉପରାଜ୍ୟପାଳଙ୍କୁ ବଡ଼ ଆଶ୍ୱସ୍ତି ଦେଲେ କୋର୍ଟ

January 29, 2026

ଇଣ୍ଡିଗୋ ବିମାନ ସହ ଧକ୍କା ହେଲା ପକ୍ଷୀ: ହାଇଦ୍ରାବାଦରେ ଜରୁରୀକାଳୀନ ଅବତରଣ କଲେ ପାଇଲଟ୍

January 29, 2026

କେନ୍ଦ୍ର ସରକାରଙ୍କୁ ଝଟକା!: ନୂତନ UGC ନିୟମ ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

January 29, 2026

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026
Latest News

ମେଧା ପାଟକରଙ୍କ ମାନହାନି ମାମଲା: ଦିଲ୍ଲୀ ଉପରାଜ୍ୟପାଳଙ୍କୁ ବଡ଼ ଆଶ୍ୱସ୍ତି ଦେଲେ କୋର୍ଟ

January 29, 2026

ଇଣ୍ଡିଗୋ ବିମାନ ସହ ଧକ୍କା ହେଲା ପକ୍ଷୀ: ହାଇଦ୍ରାବାଦରେ ଜରୁରୀକାଳୀନ ଅବତରଣ କଲେ ପାଇଲଟ୍

January 29, 2026

କେନ୍ଦ୍ର ସରକାରଙ୍କୁ ଝଟକା!: ନୂତନ UGC ନିୟମ ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

January 29, 2026

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026

Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.