Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯଦି ସମାଜରେ ସମ୍ମାନର ସହିତ ବଞ୍ଚିବା ପାଇଁ ଚାହୁଁଛନ୍ତି, ତେବେ ମାନନ୍ତୁ ଚାଣକ୍ୟଙ୍କ ଏହି ନୀତି
ଆଜିର ଖବର

ଯଦି ସମାଜରେ ସମ୍ମାନର ସହିତ ବଞ୍ଚିବା ପାଇଁ ଚାହୁଁଛନ୍ତି, ତେବେ ମାନନ୍ତୁ ଚାଣକ୍ୟଙ୍କ ଏହି ନୀତି

July 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଜଣେ ମଣିଷ ଜୀବନ କାଳ ମଧ୍ୟରେ କଣ କଲେ ତାହାର ସମ୍ମାନ ବୃଦ୍ଧି ପାଇବ। ଚାଣକ୍ୟଙ୍କ ହିସାବରେ ଯଦି ଜଣେ ସମାସ୍କନ୍ଧ ବ୍ୟକ୍ତିଙ୍କ ସହିତ ବନ୍ଧୁତ୍ବ ସ୍ଥାପନ କରନ୍ତି ତେବେ ତାହା ଶୋଭା ପାଇବ। ସେମାନଙ୍କ ମଧ୍ୟରେ ଭଲ ଭାବର ଆଦାନ ପ୍ରଦାନ ହୋଇପାରିବ। ସେହିପରି ଜଣେ ସରକାର ବା ରାଜାଙ୍କ ସେବା କରିବା ସବୁଠାରୁ ଭଲ, ସମ୍ମାନ ଅଛି। କାରଣ ଏହିମାନଙ୍କ ପାଖରେ କାମ କଲେ ଆପଣଙ୍କର ଜୀବୀକା ହରାଇବାର ସମ୍ଭାବନା କମ ଥାଏ।

ସେହିପରି ଚାଣକ୍ୟ କହିଛନ୍ତି ଯେ, ବ୍ୟବସାୟ କ୍ଷେତ୍ରରେ ଯଦି ଆପଣ ଉପଯୁକ୍ତ ବ୍ୟବହାର ପ୍ରଦର୍ଶନ କରନ୍ତି ତେବେ ତାହା ଦ୍ବାରା ସମ୍ମାନ ଓ ବ୍ୟବସାୟ ବଢିବ। ସାଧାରଣତଃ ବ୍ୟବସାୟ କଲେ ସମସ୍ତ ଜାତିଧର୍ମବର୍ଣ୍ଣ ନିର୍ବିଶେଷରେ ସମାନ ବ୍ୟବହାର ପ୍ରଦର୍ଶନ କରିବା ଉଚିତ। କାରଣ ସେମାନେ ହିଁ ଆପଣଙ୍କର ବ୍ୟବସାୟକୁ ଆଗକୁ ନେବେ।

ସେହିପରି ଗୁଣବତୀ ସ୍ତ୍ରୀର ବ୍ୟବହାର ଘରର ଶୋଭା ବୃଦ୍ଧି କରିଥାଏ। କାରଣ ତାଙ୍କ ସହିତ ମିଳାମିଶା କଲେ ତାଙ୍କର ଉଚିତ ବ୍ୟବହାର ସାଇପଡିଶାଙ୍କ ଦ୍ବାରା ପ୍ରଶଂସିତ ହୋଇଥାଏ। ସେଥିପାଇଁ ଯେଉଁ ସ୍ତ୍ରୀର ଗୁଣ ଭଲ ସେ ସବୁବେଳେ ପ୍ରିୟଭାଜନ ହୋଇଥାଏ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ବ୍ୟବସାୟ କ୍ଷେତ୍ର ସମ୍ମାନର ସହିତ ବଞ୍ଚିବା
Share. Facebook Twitter LinkedIn Email WhatsApp Copy Link

Related Posts

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Latest News

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.