Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟ ନୀତି: ଏଭଳି ଅଭ୍ୟାସ ଥିବା ଲୋକ କେବେ ବି ପାଆନ୍ତି ନାହିଁ ସଫଳତା
ଆଜିର ଖବର

ଚାଣକ୍ୟ ନୀତି: ଏଭଳି ଅଭ୍ୟାସ ଥିବା ଲୋକ କେବେ ବି ପାଆନ୍ତି ନାହିଁ ସଫଳତା

July 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯେ, ଯଦି ଯେ କେହି ଅନ୍ୟ ଉପରେ ନିର୍ଭର କରି ରହିବେ ତେବେ ସେ କେବେବି ସଫଳତା ହାସଲ କରିବେ ନାହିଁ। ଯେତେ ବାଧାବିଘ୍ନ ଆସୁ ଆପଣ ନିଜେ ନିଜର ଶକ୍ତି ପ୍ରୟୋଗ କରିବା ଆବଶ୍ୟକ। ଆପଣ ଯେତେ ବଡ ଶକ୍ତିଶାଳୀ ହେଉଥାନ୍ତୁ ନା କାହିଁକି ଅନ୍ୟ ଉପରେ ନିର୍ଭର କଲେ କଥା ସରିଲା। କାରଣ ଯେତେବେଳେ ନିର୍ଭର କରୁଥିବା ବ୍ୟକ୍ତି ବା ଯାହାକିଛି, ସେ ଛାଡିଦେଇ ଗଲେ ଆପଣ ସଂପୂର୍ଣ୍ଣ ଅଚଳ ହୋଇଯିବେ।

ଦୁଇଟି ଉଦାହରଣ ଦେଇ ଚାଣକ୍ୟ କହିଛନ୍ତି ଯେ, ନଦୀ କୂଳରେ ବୃକ୍ଷଟିଏ ଥିଲେ ସେ ଯେତେ ଶକ୍ତିଶାଳୀ ହୋଇଥିଲେ ମଧ୍ୟ କୂଳଖାଇଲେ ଗଛଟି ପଡିଯିବ। ସେହିପରି ରାଜା ସବୁବେଳେ ମନ୍ତ୍ରୀ ପରିଷଦଙ୍କ ଉପରେ ନିର୍ଭର କରନ୍ତି। ଯଦି କୌଣସି କାରଣରୁ ମନ୍ତ୍ରୀ ପରିଷଦଙ୍କର ଅନୁପସ୍ଥିତ ରହିବ ତେବେ ରଜା କୈଣସି ନିଷ୍ପତି ନେଇପାରିବେ ନାହିଁ। ସେଥିପାଇଁ ଅନ୍ୟର ଉପଦେଶ ଗ୍ରହଣ କର ହେଲେ ନିଜେ ନିଷ୍ପତି ନେବାର ଶିକ୍ଷାଲାଭ କର।

ଆଚର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ସଫଳତା
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୨୩ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ: ଜାଣନ୍ତୁ ଆଜିର ରାଶିଫଳ

September 23, 2026

କାଲି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ, ଜାଣନ୍ତୁ ସମୟ

September 22, 2026

ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାରେ ଦୋଷୀକୁ ୭ ବର୍ଷ ଜେଲ୍‌, ୧୦ ହଜାର ଜରିମାନା

September 22, 2026

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ: ‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

September 22, 2026
Latest News

ସେପ୍ଟେମ୍ବର ୨୩ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ: ଜାଣନ୍ତୁ ଆଜିର ରାଶିଫଳ

September 23, 2026

କାଲି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ, ଜାଣନ୍ତୁ ସମୟ

September 22, 2026

ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାରେ ଦୋଷୀକୁ ୭ ବର୍ଷ ଜେଲ୍‌, ୧୦ ହଜାର ଜରିମାନା

September 22, 2026

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ: ‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

September 22, 2026

ପଞ୍ଚାନନ କାନୁନଗୋଙ୍କ ମିଥ୍ୟା ଅଭିଯୋଗକୁ ଆଇନ ମନ୍ତ୍ରୀଙ୍କ କଡ଼ା ଜବାବ: ମହାପ୍ରଭୁଙ୍କ ଜମି ହଡ଼ପ ପ୍ରମାଣିତ ହେଲେ ଛାଡ଼ିବି ରାଜନୀତି

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.