Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେଉଁ ସ୍ଥାନରେ ଆପଣଙ୍କର କିଏ ମିତ୍ର ହେବ, ସେ ସଂପର୍କରେ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ
ଆଜିର ଖବର

କେଉଁ ସ୍ଥାନରେ ଆପଣଙ୍କର କିଏ ମିତ୍ର ହେବ, ସେ ସଂପର୍କରେ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ

August 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ କେଉଁ ସମୟରେ କିଏ ମିତ୍ର ବା ସାଥୀ ହେବ ତାହାର ବର୍ଣ୍ଣନା କରିଛନ୍ତି। ଏ ନେଇ ଚାଣକ୍ୟ କହିଛନ୍ତି ଯେ ପ୍ରବାସରେ ବିଦ୍ୟା ହେବ ଆପଣଙ୍କର ସାଥୀ। ଅର୍ଥାତ ବିଦେଶକୁ ଗଲେ ସେଠାରେ ଆପଣଙ୍କର ପରିଚୟ ବିଦ୍ୟା ହିଁ ହେବ। ତା ମାଧ୍ୟମରେ ଆପଣ ସେଠାରେ କିଛି କରିପାରିବେ।

ସେହିପରି ଘରେ ଆପଣଙ୍କର ସାଥୀ ହେଲେ ଧର୍ମପତ୍ନୀ। କାରଣ ପତ୍ନୀଙ୍କ ସହିତ ଆପଣ ନିଃସଙ୍କୋଚରେ କିଛି ଆଲୋଚନା କରିପାରିବେ। ରୋଗ ହେଲେ ଆପଣଙ୍କର ସାଥୀ ହେବ ଔଷଧ। କାରଣ ତା ବିନା ଆପଣଙ୍କର ରୋଗ ଭଲ ହେବାର ସମ୍ଭାବନା ନାହିଁ।

ତେବେ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ ମୃତ୍ୟୁ ବେଳେ ଆପଣଙ୍କର ସାଥୀ ହେବ କେବଳ ଆପଣଙ୍କର ଧର୍ମକର୍ମ। ଆପଣ ଜୀବନ କାଳ ମଧ୍ୟରେ କେତେ ଧର୍ମ କରିଛନ୍ତି କେତେ ଭଲ କର୍ମ କରିଛନ୍ତି ତାହା ହିଁ ଆପଣଙ୍କର ମୃତ୍ୟୁ ପରେ ରହିବ। ସେଥିପାଇଁ ଜୀବନ କାଳ ମଧ୍ୟରେ ଧର୍ମକର୍ମ କରିବାର ଆବଶ୍ୟକତା ରହିଛି ବୋଲି ଆଚାର୍ଯ୍ୟ ଚାଣକ୍ୟ ଉପଦେଶ ଦେଇଛନ୍ତି।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ଧର୍ମପତ୍ନୀ ମିତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଜମ୍ମୁ କାଶ୍ମୀର ବିଧାନସଭାରେ ‘ଇସ୍ରାଏଲ ମୁର୍ଦ୍ଦାବାଦ’ ସ୍ଲୋଗାନ: ବିଜେପି ଏବଂ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ସଂଘର୍ଷ

March 27, 2026

ଲକଡାଉନର ମିଥ୍ୟା ଖବର ପ୍ରସାରଣ କରିବା ମହଙ୍ଗା ପଡିଲା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

March 27, 2026

ପାକିସ୍ତାନକୁ “ଦଲାଲ ରାଷ୍ଟ୍ର” ବୋଲି କହିଲେ ଏସ. ଜୟଶଙ୍କର: କଡ଼ା ବିରୋଧ କଲେ କଂଗ୍ରେସ ନେତା

March 27, 2026

Breaking News: ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କଲେ ସରକାର

March 27, 2026
Latest News

ଜମ୍ମୁ କାଶ୍ମୀର ବିଧାନସଭାରେ ‘ଇସ୍ରାଏଲ ମୁର୍ଦ୍ଦାବାଦ’ ସ୍ଲୋଗାନ: ବିଜେପି ଏବଂ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ସଂଘର୍ଷ

March 27, 2026

ଲକଡାଉନର ମିଥ୍ୟା ଖବର ପ୍ରସାରଣ କରିବା ମହଙ୍ଗା ପଡିଲା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

March 27, 2026

ପାକିସ୍ତାନକୁ “ଦଲାଲ ରାଷ୍ଟ୍ର” ବୋଲି କହିଲେ ଏସ. ଜୟଶଙ୍କର: କଡ଼ା ବିରୋଧ କଲେ କଂଗ୍ରେସ ନେତା

March 27, 2026

Breaking News: ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କଲେ ସରକାର

March 27, 2026

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.