Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି, ପାଞ୍ଚ ପ୍ରକାରର ଲୋକ ଅଛନ୍ତି ଯେଉଁମାନେ ମୃତ୍ୟୁସମ ଜୀବନ ବିତାଇଥାନ୍ତି
ଆଜିର ଖବର

ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି, ପାଞ୍ଚ ପ୍ରକାରର ଲୋକ ଅଛନ୍ତି ଯେଉଁମାନେ ମୃତ୍ୟୁସମ ଜୀବନ ବିତାଇଥାନ୍ତି

October 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିନା ଯୁଦ୍ଧରେ ମଧ୍ୟ ଶତ୍ରୁକୁ କରିହେବ ପରାସ୍ତ: ଅନୁସରଣ କରନ୍ତୁ ଚାଣକ୍ୟଙ୍କ ଗୁରୁତ୍ୱପୂର୍ଣ୍ଣ କଥା
ବିନା ଯୁଦ୍ଧରେ ମଧ୍ୟ ଶତ୍ରୁକୁ କରିହେବ ପରାସ୍ତ: ଅନୁସରଣ କରନ୍ତୁ ଚାଣକ୍ୟଙ୍କ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟନୀତିରେ କହିଛନ୍ତି ଯେ, ଯେଉଁମାନେ ବଞ୍ଚିଥିଲେ ମଧ୍ୟ ମୃତ୍ୟୁସମ ଜୀବନ ବାତାଇଥାନ୍ତି। ସେହି ହିସାବରେ ପାଞ୍ଚ ପ୍ରକାରର ଲୋକ ଅଛନ୍ତି ସେମାନେ ମୃତ୍ୟୁସମ ଜୀବନ ବାତାଇଥାନ୍ତି। ସେମାନେ ହେଲେ ଯାହାର ପତ୍ନୀଙ୍କର ମୃତ୍ୟୁ ହୋଇଥିବ, ଆତ୍ମୀୟସ୍ବଜନଙ୍କଠାରୁ ଅପମାନ, ଋଣଭାର, ଦୁର୍ଦ୍ଦାନ୍ତ ବା ଦୁଷ୍ଟ ମାଲିକଙ୍କ ପାଖରେ କାମ କରୁଥିବା ଏବଂ ଦାରିଦ୍ର ଭିତରେ ରହିଥିବା ଲୋକ।

ଯେତେ ଧନ ସଂପତ୍ତି ଥାଉ ନା କାହିଁକି ପତ୍ନୀଙ୍କ ବିୟୋଗ ସବୁବେଳେ ଦୁଃଖଦାୟକ ହୋଇ ରହିଯାଏ। ସେହିପରି ଋଣ ନ ସୁଝିବା ପର୍ଯ୍ୟନ୍ତ କେହି ବି ଭଲରେ ରହିପାରିବ ନାହିଁ। ଅନ୍ୟ ଏକ ପ୍ରସଂଗ ହେଲା ଦୁଷ୍ଟ ବା ଦୁର୍ଦ୍ଦାନ୍ତ ଲୋକଙ୍କ ପାଖରେ କାମ କରିବାର କଷ୍ଟ ମଧ୍ୟ କିଛି କମ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟନୀତି ମୃତ୍ୟୁସମ ଜୀବନ
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

April 1, 2026

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ପଖାଳ ଉତ୍ସବ ଆରମ୍ଭ

April 1, 2026

ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁଙ୍କୁ ସମ୍ମାନୀତ

April 1, 2026

IPL ଛାଡି PSL ରେ କାହିଁକି ଖେଳନ୍ତି ଆଦମ ଜାମ୍ପା?: ଅଷ୍ଟ୍ରେଲିଆ ସ୍ପିନରଙ୍କ ଆଶ୍ଚର୍ଯ୍ୟଜନକ ଉତ୍ତର

April 1, 2026
Latest News

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

April 1, 2026

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ପଖାଳ ଉତ୍ସବ ଆରମ୍ଭ

April 1, 2026

ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁଙ୍କୁ ସମ୍ମାନୀତ

April 1, 2026

IPL ଛାଡି PSL ରେ କାହିଁକି ଖେଳନ୍ତି ଆଦମ ଜାମ୍ପା?: ଅଷ୍ଟ୍ରେଲିଆ ସ୍ପିନରଙ୍କ ଆଶ୍ଚର୍ଯ୍ୟଜନକ ଉତ୍ତର

April 1, 2026

ପଣ୍ୟ ପରିବହନ କ୍ଷେତ୍ରରେ ପୁଣି ଦେଶର ଏକ ନମ୍ବର ହେଲା ପୂର୍ବ ତଟ ରେଳପଥ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.