Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟ ନୀତି: ପଢନ୍ତୁ ଯୋଗ୍ୟ ଅଯୋଗ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ଏହି ସୁନ୍ଦର ବର୍ଣ୍ଣନା
ଆଜିର ଖବର

ଚାଣକ୍ୟ ନୀତି: ପଢନ୍ତୁ ଯୋଗ୍ୟ ଅଯୋଗ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ଏହି ସୁନ୍ଦର ବର୍ଣ୍ଣନା

November 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଯୋଗ୍ୟ ଏବଂ ଅଯୋଗ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସୁନ୍ଦର ବର୍ଣ୍ଣନା କରିଛନ୍ତି। ଯାହା ପ୍ରତିଟି ମଣିଷର ଜ୍ଞାନ ବୃଦ୍ଧିରେ ନିଶ୍ଚିତ ସହାୟକ ହେବ। ଚାଣକ୍ୟଙ୍କ ମତରେ ଯେଉଁ ରାଜ୍ୟରେ କୁଶାସନ ଚାଲିଥିବ ସେଠାରେ ରାଜା ଥାଇ ଯାହା ନ ଥାଇ ମଧ୍ୟ ସେଇୟା। କାରଣ ରାଜା ଥାଇ ଯଦି ଶାସନ ବ୍ୟବସ୍ଥା ଠିକ ହୋଇପାରୁ ନାହିଁ, ତେବେ ସେଠାରେ ରାଜାଙ୍କର ଆବଶ୍ୟକତା କିଛି ନାହିଁ।

ସେହିପରି ଚାଣକ୍ୟ କହିଛନ୍ତି କୁମିତ୍ରଠାରୁ ମିତ୍ର ନ ରହିବା ଭଲ। ଅର୍ଥାତ ଯଦି ଆପଣଙ୍କର କୁମିତ୍ର ଅଛନ୍ତି ତେବେ କଥା ସରିଲା। ସେହିପରି ଲୋକ ରହିବା ଯାହା ବରଂ ବିଲକୁଲ ମିତ୍ର ନ ରହିବା ସବୁଠୁ ଭଲ। ସେହିପରି ଜଣେ ଗୁରୁଙ୍କର ଯଦି ଅଯୋଗ୍ୟ ଶିଷ୍ୟଟିଏ ରହିଲା ତେବେ ତାଙ୍କର କୌଣସି ଶିଷ୍ୟ ନ ରହିବା ଭଲ। ଚାଣକ୍ୟ ଆହୁରି କହିଛନ୍ତି ଯେ, ଯଦି ଦୁଷ୍ଟ ସ୍ତ୍ରୀଟିଏ ଆପଣଙ୍କ କପାଳକୁ ଜୁଟିଲା ତେବେ ଭଲ ହୁଅନ୍ତା ଆପଣଙ୍କର ସ୍ତ୍ରୀ ନ ରହିବା।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ଯୋଗ୍ୟ ଏବଂ ଅଯୋଗ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Latest News

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.