Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଞ୍ଚ ପ୍ରକାରର ଲୋକ ଅଛନ୍ତି, ଯେଉଁମାନେ ବିତାଇଥାନ୍ତି ମୃତ୍ୟୁସମ ଜୀବନ, ଜାଣନ୍ତୁ
ଆଜିର ଖବର

ପାଞ୍ଚ ପ୍ରକାରର ଲୋକ ଅଛନ୍ତି, ଯେଉଁମାନେ ବିତାଇଥାନ୍ତି ମୃତ୍ୟୁସମ ଜୀବନ, ଜାଣନ୍ତୁ

December 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟନୀତିରେ କହିଛନ୍ତି ଯେ, ଯେଉଁମାନେ ବଞ୍ଚିଥିଲେ ମଧ୍ୟ ମୃତ୍ୟୁସମ ଜୀବନ ବାତାଇଥାନ୍ତି। ସେହି ହିସାବରେ ପାଞ୍ଚ ପ୍ରକାରର ଲୋକ ଅଛନ୍ତି, ସେମାନେ ମୃତ୍ୟୁସମ ଜୀବନ ବାତାଇଥାନ୍ତି। ସେମାନେ ହେଲେ ଯାହାର ପତ୍ନୀଙ୍କର ମୃତ୍ୟୁ ହୋଇଥିବ, ଆତ୍ମୀୟସ୍ବଜନଙ୍କଠାରୁ ଅପମାନ, ଋଣଭାର, ଦୁର୍ଦ୍ଦାନ୍ତ ବା ଦୁଷ୍ଟ ମାଲିକଙ୍କ ପାଖରେ କାମ କରୁଥିବା ଏବଂ ଦାରିଦ୍ର୍ୟ ଭିତରେ ରହିଥିବା ଲୋକ।

ଯେତେ ଧନ ସଂପତ୍ତି ଥାଉ ନା କାହିଁକି ପତ୍ନୀଙ୍କ ବିୟୋଗ ସବୁବେଳେ ଦୁଃଖଦାୟକ ହୋଇ ରହିଯାଏ। ସେହିପରି ଋଣ ନ ସୁଝିବା ପର୍ଯ୍ୟନ୍ତ କେହି ବି ଭଲରେ ରହିପାରିବ ନାହିଁ। ଅନ୍ୟ ଏକ ପ୍ରସଂଗ ହେଲା ଦୁଷ୍ଟ ବା ଦୁର୍ଦ୍ଦାନ୍ତ ଲୋକଙ୍କ ପାଖରେ କାମ କରିବାର କଷ୍ଟ ମଧ୍ୟ କିଛି କମ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ମୃତ୍ୟୁସମ ଜୀବନ
Share. Facebook Twitter LinkedIn Email WhatsApp Copy Link

Related Posts

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025

ଭାରତୀୟମାନଙ୍କୁ କାହିଁକି ବଳପୂର୍ବକ ବିତାଡ଼ିତ କରୁଛନ୍ତି କାନାଡା ସରକାର?: ପ୍ରଧାନମନ୍ତ୍ରୀଙ୍କ ବଡ଼ ଖୁଲାସା

October 19, 2025
Latest News

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025

ଭାରତୀୟମାନଙ୍କୁ କାହିଁକି ବଳପୂର୍ବକ ବିତାଡ଼ିତ କରୁଛନ୍ତି କାନାଡା ସରକାର?: ପ୍ରଧାନମନ୍ତ୍ରୀଙ୍କ ବଡ଼ ଖୁଲାସା

October 19, 2025

“୫୦୦ ବର୍ଷର ଅପମାନ ଏବଂ ସଂଘର୍ଷ ପରେ ବିଶ୍ୱାସର ବିଜୟ”: ଦୀପୋତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗୀ

October 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.