Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଲାମାନଙ୍କୁ ଶାସନ କରିବାର ଉପାୟ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ: ଜାଣନ୍ତୁ କ’ଣ?
ଆଜିର ଖବର

ପିଲାମାନଙ୍କୁ ଶାସନ କରିବାର ଉପାୟ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ: ଜାଣନ୍ତୁ କ’ଣ?

February 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ପିଲାମାନଙ୍କୁ କିପରି ଶାସନ କରାଯିବା ଉଚିତ ତାହା ମଧ୍ୟ ଉଲ୍ଲେଖ କରିଛନ୍ତି। ତାଙ୍କ ହିସାବରେ ଯେଉଁ ପିତାମାତା ପିଲାମାନଙ୍କୁ ନିଜେ ବିଦ୍ୟା ଶିକ୍ଷା ନ ଦିଅନ୍ତି ସେମାନେ ପିଲାଙ୍କ ଶତ୍ରୁ ବୋଲି କୁହାଯିବ। ବାପା ହେଉଛନ୍ତି ବାହାର ଶତ୍ରୁ ଏବଂ ମାତା ହେଉଛନ୍ତି ଗୃହ ଶତ୍ରୁ। ସେଥିପାଇଁ ପିଲାମାନଙ୍କୁ ପ୍ରଥମେ ବାପାମା ଶିକ୍ଷା ପ୍ରଦାନ କରିବା ଆବଶ୍ୟକ।

ସେହିପରି ଚାଣକ୍ୟ କହିଛନ୍ତି ଯେ, ପିଲାମାନଙ୍କୁ ବେଶୀ ଆଦର କରିବା ଉଚିତ ନୁହେଁ। କାରଣ ଏପରି ଆଦର କଲେ ପିଲାମାନେ ବେଖାତିର ହୋଇ ଯାଆନ୍ତି। ସେମାନଙ୍କ ଭିତରେ ଏକ ବଦଗୁଣ ବିକଶିତ ହୋଇଯାଏ। ସେଥିପାଇଁ ପିତାମାତା ଏବଂ ଗୁରୁ, ପିଲାମାନଙ୍କୁ ଆଦର ନ କରି ଶାସନ କରନ୍ତୁ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ପୁଲୱାମା ଆକ୍ରମଣକୁ ବ୍ଲାକ୍ ଡେ ଭାବେ ପାଳନ

February 14, 2026

ମଙ୍ଗଳାଜୋଡି ଜଳାଶୟରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

February 14, 2026

ଓଡିଆ ଚଳଚ୍ଚିତ୍ର “ବରବଧୂ” ରେ ସମ୍ବଲପୁର ପୁଅ ହାସ୍ୟାଭିନେତା ରିତେନ୍ ପଟ୍ଟନାୟକଙ୍କ କମାଲ୍

February 14, 2026

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026
Latest News

ପୁଲୱାମା ଆକ୍ରମଣକୁ ବ୍ଲାକ୍ ଡେ ଭାବେ ପାଳନ

February 14, 2026

ମଙ୍ଗଳାଜୋଡି ଜଳାଶୟରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

February 14, 2026

ଓଡିଆ ଚଳଚ୍ଚିତ୍ର “ବରବଧୂ” ରେ ସମ୍ବଲପୁର ପୁଅ ହାସ୍ୟାଭିନେତା ରିତେନ୍ ପଟ୍ଟନାୟକଙ୍କ କମାଲ୍

February 14, 2026

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.