Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟ ନୀତିରେ ରହିଛି କେଉଁ କାମ କେତେ ଜଣ କରିବା ଉଚିତ, ପଢିଲେ ଆପଣ ହେବେ ଆଶ୍ଚର୍ଯ୍ୟ
ଆଜିର ଖବର

ଚାଣକ୍ୟ ନୀତିରେ ରହିଛି କେଉଁ କାମ କେତେ ଜଣ କରିବା ଉଚିତ, ପଢିଲେ ଆପଣ ହେବେ ଆଶ୍ଚର୍ଯ୍ୟ

March 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ କାମ କେତେ ଲୋକଙ୍କୁ ନେଇ କରିବା ଉଚିତ ତାହା ବର୍ଣ୍ଣନା କରିଛନ୍ତି। ତାଙ୍କ ମତରେ ଯଦି ଆପଣ ଧ୍ୟାନ କରିବାକୁ ଚାହୁଁଛନ୍ତି ତେବେ ଏକାକୀ କରନ୍ତୁ। ଆପଣ ଯଦି ବିଦ୍ୟା ଅଧ୍ୟୟନ କରିବାକୁ ଚାହୁଁଛନ୍ତି, ତେବେ ଦୁଇ ଜଣ ମିଶି କରନ୍ତୁ। କାରଣ କାହାର ଅବୁଝା ରହିଲେ ଅନ୍ୟକୁ ପଚାରି ପାରିବ।

ହେଲେ ଯଦି ଆପଣ ସଂଗୀତ ସାଧାନ କରିବାକୁ ଚାହୁଁଛନ୍ତି ତେବେ ତିନିଜଣ ଭଲ। କାରଣ ଜଣେ ଗାୟକ, ଜଣେ ବାୟକ ଆଉ ଜଣେ ପାଳିଆର ଆବଶ୍ୟକତା ଥାଏ। ସେହିପରି ଯଦି ଆପଣ ବିଦେଶ ଭ୍ରମଣ କରିବାକୁ ଚାହୃୁଁଛନ୍ତି ତେବେ ଚାରି ଜଣିଆ ହୋଇ ଯାଆନ୍ତୁ। କିନ୍ତୁ କୃଷି କର୍ମରେ ପାଞ୍ଚଜଣଙ୍କର ଆବଶ୍ୟକତା ରହିଛି। ହେଲେ ଯୁଦ୍ଧ ପାଇଁ ଅସଂଖ୍ୟ ଲୋକଙ୍କର ଆବଶ୍ୟକତା ରହିଛି ବୋଲି ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Latest News

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.