Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ମୋଟାପଣରୁ ମୁକ୍ତି ଚାହୁଁଛନ୍ତି, ଆଜି ହିଁ ଖାଦ୍ୟରେ ସାମିଲ୍‌ କରନ୍ତୁ ଏହି ସବୁ ଫଳ
ଜୀବନ ଶୈଳୀ

ମୋଟାପଣରୁ ମୁକ୍ତି ଚାହୁଁଛନ୍ତି, ଆଜି ହିଁ ଖାଦ୍ୟରେ ସାମିଲ୍‌ କରନ୍ତୁ ଏହି ସବୁ ଫଳ

July 12, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଆଜିର ସମୟରେ ପ୍ରାୟ ୧୦ଜଣଙ୍କ ଭିତରେ ତିନିଜଣ ମୋଟାପଣର ଶିକାର ହେଉଛନ୍ତି । ଏହି ମୋଟାପଣରୁ ମୁକ୍ତ ପାଇବା ଜିମ୍‌ର ସାହାରା ନେଉଛନ୍ତି । ଏହା ସହିତ କଠିନ୍‌ ଡାଏଟ୍‌, ମେଡିସିନ୍‌ ଇତ୍ୟାଦିର ମଧ୍ୟ ସାହାଯ୍ୟ ନେବାକୁ ପଡିଛି । ତେବେ ଏହି ମୋଟାପାରୁ ମୁକ୍ତି ପାଇଁ ଓ୍ବାର୍କ ଆଉଟ୍‌ କରିବା ସହିତ ହେଲ୍‌ଦୀ ଡାଏଟ୍‌ ବହୁତ ଜରୁରୀ । ଏପରି କିଛି ଫଳ ରହିଛି, ଯାହା ବହୁତ ଶୀଘ୍ର ଓଜନ କମ କରିବାରେ ସାହାଯ୍ୟ କରିଥାଏ । ସେହି ଫଳଗୁଡ଼ିକ ମଧ୍ୟରେ ରହିଛି – 

ତରଭୁଜ

ତରଭୁଜ କମ୍‌ କ୍ୟାଲୋରୀ ହେବା ସହିତ ଏଥିରେ ଅଧିକମାତ୍ରାରେ ଫାଇବର, ପୋଟାସିୟମ୍‌, ଆଇରନ୍‌ ଓ ଭିଟାମିନ୍‌ – ଏ, ସି ଓ ବି ପ୍ରଚୁର ପରିମାଣରେ ରହିଥାଏ । ଏହି ଶରୀରରୁ ବିଷାକ୍ତ ତତ୍ତ୍ବକୁ ବାହାରକୁ କାଢିବାରେ ବହୁତ ସାହାଯ୍ୟ କରିଥାଏ ।  ଏହା ସହିତ ତରଭୁଜ୍‌ରେ ପ୍ରଚୁର ପରିମାଣରେ ପାଣି ଥାଏ । ଯାହା ଶରୀରରେ ପାଣିର ଅଭାବକୁ ପୂରଣ କରିବା ସହିତ ପାଚନ ତନ୍ତ୍ରକୁ ମଧ୍ୟ ଠିକ୍‌ ରଖିଥାଏ ।

ସେଓ

ପ୍ରତ୍ୟେକ ସକାଳୁ ଗୋଟିଏ ସେଓ ଖାଇବା ଦ୍ବାରା ଅନେକ ରୋଗ ଦୂର ହୋଇଥାଏ । ସେଓରେ ଭରପୂର ମାତ୍ରାରେ ଆଣ୍ଟିଆକ୍ସିଡେଣ୍ଟ, ଫାଇବର ପ୍ରଚୁର ମାତ୍ରାରେ ରହିଥାଏ । ଏଥିରେ କ୍ୟାଲୋରୀର ମାତ୍ରା ମଧ୍ୟ କମ୍‌ ମିଳିଥାଏ । ଯାହାକି ଓଜନ ନିୟନ୍ତ୍ରଣ କରିବାରେ ବହୁତ ସାହାଯ୍ୟ କରିଥାଏ ।

ବେରିଜ୍‌

ବେରିଜ୍‌ (କୋଳି) ଭିନ୍ନ ଭିନ୍ନ ପ୍ରକାରର ହୋଇଥାଏ । ଏଥିରେ କମ ମାତ୍ରାରେ କ୍ୟାଲୋରୀ ରହିଥାଏ । ଏଥିରେ ଶର୍କରା ନଥାଏ, । ଏଥିରେ ରହିଥିବା ଭିଟାମିନ୍‌ ଶରୀରରେ ରହିଥିବା ଚର୍ବିକୁ ତରଳାଇବାରେ ବହୁତ ସାହାଯ୍ୟ କରିଥାଏ ।

କଦଳୀ

ପ୍ରାୟ ସମସ୍ତେ ଭାବିଥା’ନ୍ତି କଦଳୀ ଖାଇବା ଦ୍ବାରା ଓଜନ ବଢିଥାଏ । କିନ୍ତୁ ଏହା ଦ୍ବାରା ମୋଟାପା ମଧ୍ୟ କମ୍‌ ହୋଇଥାଏ । କଦଳୀରେ ଭିଟାମିନ୍‌ ସି, ଭିଟାମିନ୍‌ ବି ୬, ମ୍ୟାଙ୍ଗନିଜ୍‌, ବାୟୋଟିନ୍‌, ପୋଟାସିୟମ୍‌ ଓ ଫାଇବାର ପ୍ରଚୁର ମାତ୍ରାରେ ରହିଛି । ଏହି ସମସ୍ତ ପୋଷକ ତତ୍ତ୍ବ ଶରୀର ପାଇଁ ବହୁତ ଜରୁରୀ ।

କଦଳୀରେ ଅଧିକ ମାତ୍ରାରେ ଅଧିକ ମାତ୍ରାରେ ଫାଇବର୍‌ ଥାଏ, ଯାହା ମେଟାବଲିଜିମ୍‌କୁ ମଜବୁତ୍‌ ରଖିବାରେ ସାହାଯ୍ୟ କରିଥାଏ ।

କୋବି

କୋବିର ବହୁତ ପରିମାଣରେ ପୋଷକ ତତ୍ତ୍ବ ରହିଥାଏ । ଯାହା ଶରୀରରକୁ ସୁସ୍ଥ ରଖିବା ସହିତ ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ । କୋବିରେ ଭିଟାମିନ୍‌ ସି, ଭିଟାମିନ୍‌ କେ, ଫୋଲଟ୍‌ ଓ ପୋଟାସିୟମ୍‌ ଏବଂ ଭିଟାମିନ୍‌ ଇ ପ୍ରଚୁର ମାତ୍ରାରେ ରହିଛି । ଏହାସହିତ ଏଥିରେ କମ୍‌ କ୍ୟାଲୋରୀ ରହିଥାଏ, ଯାହା ଆପଣଙ୍କ ଓଜନ ହ୍ରାସ କରିବାରେ ବହୁତ ସାହାଯ୍ୟ କରିଥାଏ ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026

ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 9, 2026
Latest News

“କୌଣସି ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.