Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ମୋଟାପଣରୁ ମୁକ୍ତି ଚାହୁଁଛନ୍ତି, ଆଜି ହିଁ ଖାଦ୍ୟରେ ସାମିଲ୍‌ କରନ୍ତୁ ଏହି ସବୁ ଫଳ
ଜୀବନ ଶୈଳୀ

ମୋଟାପଣରୁ ମୁକ୍ତି ଚାହୁଁଛନ୍ତି, ଆଜି ହିଁ ଖାଦ୍ୟରେ ସାମିଲ୍‌ କରନ୍ତୁ ଏହି ସବୁ ଫଳ

July 12, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଆଜିର ସମୟରେ ପ୍ରାୟ ୧୦ଜଣଙ୍କ ଭିତରେ ତିନିଜଣ ମୋଟାପଣର ଶିକାର ହେଉଛନ୍ତି । ଏହି ମୋଟାପଣରୁ ମୁକ୍ତ ପାଇବା ଜିମ୍‌ର ସାହାରା ନେଉଛନ୍ତି । ଏହା ସହିତ କଠିନ୍‌ ଡାଏଟ୍‌, ମେଡିସିନ୍‌ ଇତ୍ୟାଦିର ମଧ୍ୟ ସାହାଯ୍ୟ ନେବାକୁ ପଡିଛି । ତେବେ ଏହି ମୋଟାପାରୁ ମୁକ୍ତି ପାଇଁ ଓ୍ବାର୍କ ଆଉଟ୍‌ କରିବା ସହିତ ହେଲ୍‌ଦୀ ଡାଏଟ୍‌ ବହୁତ ଜରୁରୀ । ଏପରି କିଛି ଫଳ ରହିଛି, ଯାହା ବହୁତ ଶୀଘ୍ର ଓଜନ କମ କରିବାରେ ସାହାଯ୍ୟ କରିଥାଏ । ସେହି ଫଳଗୁଡ଼ିକ ମଧ୍ୟରେ ରହିଛି – 

ତରଭୁଜ

ତରଭୁଜ କମ୍‌ କ୍ୟାଲୋରୀ ହେବା ସହିତ ଏଥିରେ ଅଧିକମାତ୍ରାରେ ଫାଇବର, ପୋଟାସିୟମ୍‌, ଆଇରନ୍‌ ଓ ଭିଟାମିନ୍‌ – ଏ, ସି ଓ ବି ପ୍ରଚୁର ପରିମାଣରେ ରହିଥାଏ । ଏହି ଶରୀରରୁ ବିଷାକ୍ତ ତତ୍ତ୍ବକୁ ବାହାରକୁ କାଢିବାରେ ବହୁତ ସାହାଯ୍ୟ କରିଥାଏ ।  ଏହା ସହିତ ତରଭୁଜ୍‌ରେ ପ୍ରଚୁର ପରିମାଣରେ ପାଣି ଥାଏ । ଯାହା ଶରୀରରେ ପାଣିର ଅଭାବକୁ ପୂରଣ କରିବା ସହିତ ପାଚନ ତନ୍ତ୍ରକୁ ମଧ୍ୟ ଠିକ୍‌ ରଖିଥାଏ ।

ସେଓ

ପ୍ରତ୍ୟେକ ସକାଳୁ ଗୋଟିଏ ସେଓ ଖାଇବା ଦ୍ବାରା ଅନେକ ରୋଗ ଦୂର ହୋଇଥାଏ । ସେଓରେ ଭରପୂର ମାତ୍ରାରେ ଆଣ୍ଟିଆକ୍ସିଡେଣ୍ଟ, ଫାଇବର ପ୍ରଚୁର ମାତ୍ରାରେ ରହିଥାଏ । ଏଥିରେ କ୍ୟାଲୋରୀର ମାତ୍ରା ମଧ୍ୟ କମ୍‌ ମିଳିଥାଏ । ଯାହାକି ଓଜନ ନିୟନ୍ତ୍ରଣ କରିବାରେ ବହୁତ ସାହାଯ୍ୟ କରିଥାଏ ।

ବେରିଜ୍‌

ବେରିଜ୍‌ (କୋଳି) ଭିନ୍ନ ଭିନ୍ନ ପ୍ରକାରର ହୋଇଥାଏ । ଏଥିରେ କମ ମାତ୍ରାରେ କ୍ୟାଲୋରୀ ରହିଥାଏ । ଏଥିରେ ଶର୍କରା ନଥାଏ, । ଏଥିରେ ରହିଥିବା ଭିଟାମିନ୍‌ ଶରୀରରେ ରହିଥିବା ଚର୍ବିକୁ ତରଳାଇବାରେ ବହୁତ ସାହାଯ୍ୟ କରିଥାଏ ।

କଦଳୀ

ପ୍ରାୟ ସମସ୍ତେ ଭାବିଥା’ନ୍ତି କଦଳୀ ଖାଇବା ଦ୍ବାରା ଓଜନ ବଢିଥାଏ । କିନ୍ତୁ ଏହା ଦ୍ବାରା ମୋଟାପା ମଧ୍ୟ କମ୍‌ ହୋଇଥାଏ । କଦଳୀରେ ଭିଟାମିନ୍‌ ସି, ଭିଟାମିନ୍‌ ବି ୬, ମ୍ୟାଙ୍ଗନିଜ୍‌, ବାୟୋଟିନ୍‌, ପୋଟାସିୟମ୍‌ ଓ ଫାଇବାର ପ୍ରଚୁର ମାତ୍ରାରେ ରହିଛି । ଏହି ସମସ୍ତ ପୋଷକ ତତ୍ତ୍ବ ଶରୀର ପାଇଁ ବହୁତ ଜରୁରୀ ।

କଦଳୀରେ ଅଧିକ ମାତ୍ରାରେ ଅଧିକ ମାତ୍ରାରେ ଫାଇବର୍‌ ଥାଏ, ଯାହା ମେଟାବଲିଜିମ୍‌କୁ ମଜବୁତ୍‌ ରଖିବାରେ ସାହାଯ୍ୟ କରିଥାଏ ।

କୋବି

କୋବିର ବହୁତ ପରିମାଣରେ ପୋଷକ ତତ୍ତ୍ବ ରହିଥାଏ । ଯାହା ଶରୀରରକୁ ସୁସ୍ଥ ରଖିବା ସହିତ ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ । କୋବିରେ ଭିଟାମିନ୍‌ ସି, ଭିଟାମିନ୍‌ କେ, ଫୋଲଟ୍‌ ଓ ପୋଟାସିୟମ୍‌ ଏବଂ ଭିଟାମିନ୍‌ ଇ ପ୍ରଚୁର ମାତ୍ରାରେ ରହିଛି । ଏହାସହିତ ଏଥିରେ କମ୍‌ କ୍ୟାଲୋରୀ ରହିଥାଏ, ଯାହା ଆପଣଙ୍କ ଓଜନ ହ୍ରାସ କରିବାରେ ବହୁତ ସାହାଯ୍ୟ କରିଥାଏ ।

Share. Facebook Twitter LinkedIn Email WhatsApp Copy Link

Related Posts

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026

ଓଡ଼ିଶା ଗ୍ରାମୀଣ ବିକାଶରେ ନୂଆ ଅଧ୍ୟାୟ: ପିଏମ୍‌ଜିଏସ୍‌ୱାଇ-୪ରେ ୧୭୦୦ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ

May 1, 2026

ନୂତନ ଶ୍ରମ ଆଇନ: ୧ ଘଣ୍ଟା କାମ କଲେ ୨ ଘଣ୍ଟାର ଦରମା ମିଳିବ, ଏବଂ ଅଧିକ ସମୟ ଦେଲେ ଏବେ ଦୁଇଗୁଣ ଦରମା ମିଳିବ!

May 1, 2026

ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ

May 1, 2026
Latest News

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026

ସୁଧୀର ହତ୍ୟା ମାମଲା : ଆଉ ଦୁଇ ଦିନ ରିମାଣ୍ଡ ଅନୁମତି

May 1, 2026

ସାପୁଆ ଡ୍ୟାମରେ ଅଘଟଣ

May 1, 2026

ଶ୍ରମିକଙ୍କୁ ଭେଟି ଦେଲେ ମୋହନ ସରକାର: ବଢିଲା ଶ୍ରମିକଙ୍କ ମଜୁରୀ

May 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.