Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ମାଷ୍ଟର ସେଫ୍’ର ଫାଇନାଲରେ ଗଞ୍ଜାମର ଓଡିଆ ପୁଅ ଅବିନାଶ
ଆଜିର ଖବର

‘ମାଷ୍ଟର ସେଫ୍’ର ଫାଇନାଲରେ ଗଞ୍ଜାମର ଓଡିଆ ପୁଅ ଅବିନାଶ

February 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୃଷ୍ଣଚନ୍ଦ୍ର ସୁଆଁସିଆ
ଗଞ୍ଜାମ : ମ‌ନୋରଞ୍ଜନ ଚା‌ନେଲ୍ ‘ଷ୍ଟାର୍‌ ପ୍ଲସ୍‌’ରେ ପ୍ରସାରିତ ହେଉଥିବା ରିୟଲିଟି କୁକ୍ ସୋ’ ‘ମାଷ୍ଟର୍‌ ସେଫ୍’ର ସିଜିନ୍‌-୬ର ଫାଇନାଲ୍‌ ରାଉଣ୍ଡ୍‌ରେ ପହଞ୍ଚିଛନ୍ତି ଓଡ଼ିଆ ପୁଅ ଅବିନାଶ ନାୟକ । ଗଞ୍ଜାମ ଜିଲ୍ଲା ଆସ୍କା ଅନ୍ତର୍ଗତ କାଳଷଣ୍ଡପୁର ଗାଁର ଅବିନାଶ ପ୍ରାରମ୍ଭରୁ ଇନ୍‌ଫୋସିସ୍‌ରେ ଇଞ୍ଜିନିୟର ଭାବେ ଚାକିରି କରିଥିଲେ । ଅବିନାଶ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କ୍ରମାଗତ ଭାବେ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରି ବିଚାରକଙ୍କ ମନ ଜିଣିବା ସହିତ ଫାଇନାଲ୍‌ ରାଉଣ୍ଡ୍‌ରେ ପହଞ୍ଚିଛନ୍ତି । ମାଷ୍ଟରସେଫ୍‌ରେ ସେ ଓଡ଼ିଶାର ପ୍ରସିଦ୍ଧ ଖାଦ୍ୟ ଖେଚୁଡ଼ି, ମୁଗ ଓ ମାଛ ତରକାରୀ ରୋଷେଇ କରି ବିଚାରକଙ୍କର ମନ ଜିଣିଥିଲେ । ଜାତୀୟ ସ୍ତରରେ ଅବିନାଶଙ୍କ ଏଭଳି ଯାତ୍ରା ପାଇଁ ନିଜ ଜନ୍ମ ମାଟିରୁ ଆରମ୍ଭ କରି ସମଗ୍ର ଓଡିଶାବାସୀଙ୍କ ପ୍ରଂଶସାର ସୁଅ ଛୁଟୁଛି । ଫାଇନାଲରେ ବିଜୟ ହେବା ପାଇଁ ସମସ୍ତେ ଶୁଭକାମନା ଜଣାଉଥିବା ଦେଖିବାକୁ ମିଳୁଛି ।

Ganjam
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ପକ୍ଷରୁ ସମ୍ବଲପୁର–ଚର୍ଲାପଲ୍ଲୀ ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 11, 2026

ଏବେ ଭୋପାଳରେ Gen Z ଆନ୍ଦୋଳନ!: ସରକାରଙ୍କ ନିକଟରେ କଲେ ଏହି ଦାବି

August 11, 2026

ପୂର୍ବତନ ସିରିଆ ରାଷ୍ଟ୍ରପତି ବଶର ଅଲ-ଅସଦଙ୍କୁ ମୃତ୍ୟୁଦଣ୍ଡ: ଜାଣନ୍ତୁ କାରଣ

August 11, 2026

ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ୍ ସୂଚୀ ପ୍ରକାଶିତ: ଜାଣନ୍ତୁ ତାରିଖ

August 11, 2026
Latest News

ପୂର୍ବତଟ ରେଳପଥ ପକ୍ଷରୁ ସମ୍ବଲପୁର–ଚର୍ଲାପଲ୍ଲୀ ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 11, 2026

ଏବେ ଭୋପାଳରେ Gen Z ଆନ୍ଦୋଳନ!: ସରକାରଙ୍କ ନିକଟରେ କଲେ ଏହି ଦାବି

August 11, 2026

ପୂର୍ବତନ ସିରିଆ ରାଷ୍ଟ୍ରପତି ବଶର ଅଲ-ଅସଦଙ୍କୁ ମୃତ୍ୟୁଦଣ୍ଡ: ଜାଣନ୍ତୁ କାରଣ

August 11, 2026

ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ୍ ସୂଚୀ ପ୍ରକାଶିତ: ଜାଣନ୍ତୁ ତାରିଖ

August 11, 2026

ଚିଲିକା: ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.