Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପଜିଟିଭ୍‌ ହେଲେ ଦକ୍ଷିଣ ଭାରତର ଏହି ଲୋକପ୍ରିୟ ଅଭିନେତା
ଆଜିର ଖବର

କରୋନା ପଜିଟିଭ୍‌ ହେଲେ ଦକ୍ଷିଣ ଭାରତର ଏହି ଲୋକପ୍ରିୟ ଅଭିନେତା

December 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଲୋକପ୍ରିୟ ଅଭିନେତା ରାମଚରଣ ତେଜା କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ରହିଛି । ଏହି ସମ୍ପର୍କରେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ରାମ ଚରଣ । କରୋନା ପଜିଟିଭ୍ ହେବା ପରେ, ସେ ନିଜକୁ କ୍ୱାରେଣ୍ଟାଇନ୍ କରିଛନ୍ତି । ଏହାସହିତ ତାଙ୍କ ସସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରିବା ପାଇଁ ନିବେଦନ କରିଛନ୍ତି ରାମଚରଣ ।

ଚିରଞ୍ଜିବୀଙ୍କ ସୁପୁତ୍ର ରାମଚରଣ 2007 ମସିହାରେ ପୁରୀ ଜଗନ୍ନାଥଙ୍କ ଫିଲ୍ମ ’ଚିରୁଥା’ରୁ ଅଭିନୟ କ୍ୟାରିଅର ଆରମ୍ଭକରିଥିଲେ । ପରବର୍ତ୍ତୀ ସମୟରେ ଏସ୍‌.ଏସ୍. ରାଜାମୌଲୀଙ୍କ ବ୍ଲକ୍‌ବ୍ଲଷ୍ଟର ଫିଲ୍ମ ‘ମଗଧୀରା’ରେ କାଜଲ୍‌ଙ୍କ ବିପକ୍ଷରେ ଆସିଥିଲେ । କେବଳ ଦକ୍ଷିଣ ଭାରତୀୟ ଫିଲ୍ମ ନୁହେଁ ବଲିଉଡ୍‌ ଫିଲ୍ମ ‘ଜଞ୍ଜିର୍‌’ରେ ମଧ୍ୟ ନଜର ଆସିଛନ୍ତି ରାମଚରଣ । ‘ରାଚ୍ଚା,’ ନାୟକ’, ‘ୟେବୁଡୁ’, ’ଗୋବିନ୍ଦୁ ଆନ୍ଦିଚଭଦ୍‌ଲେ’, ’ବ୍ରୁଶ୍‌ଲି’, ’ଧ୍ରୁବା’, ‘ରଙ୍ଗସ୍ଥଳମ୍‌’, ‘ବିନୟ ବିଧେୟ  ରାମ’ ଆଦି ଫିଲ୍ମରେ ଅଭିନୟ କରି ବେଶ୍‌ ଲୋକପ୍ରିୟ ହୋଇଛନ୍ତି ।

Request all that have been around me in the past couple of days to get tested.
More updates on my recovery soon. pic.twitter.com/lkZ86Z8lTF

— Ram Charan (@AlwaysRamCharan) December 29, 2020

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025

ପୁଣି ଓଡିଶାକୁ ଫେରିବ ପୋସ୍କୋ, କେନ୍ଦୁଝରରେ କରିବ ପ୍ରକଳ୍ପ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

August 21, 2025

‘କର୍ମଚାରୀ ସଂକଳ୍ପ ସମ୍ମିଳନୀ’କୁ ସମ୍ବୋଧନ କଲେ କେନ୍ଦ୍ର କୃଷି ମନ୍ତ୍ରୀ

August 21, 2025

୨୦୨୬ ତାମିଲନାଡୁ ନିର୍ବାଚନରେ ​​ଏକାକୀ ଲଢିବ ଟିଭିକେ: ଘୋଷଣା କଲେ ବିଜୟ ଥାଲାପଥୀ

August 21, 2025
Latest News

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025

ପୁଣି ଓଡିଶାକୁ ଫେରିବ ପୋସ୍କୋ, କେନ୍ଦୁଝରରେ କରିବ ପ୍ରକଳ୍ପ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

August 21, 2025

‘କର୍ମଚାରୀ ସଂକଳ୍ପ ସମ୍ମିଳନୀ’କୁ ସମ୍ବୋଧନ କଲେ କେନ୍ଦ୍ର କୃଷି ମନ୍ତ୍ରୀ

August 21, 2025

ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ ସାତଟି ଜିଲ୍ଲାର ଏସପି

August 21, 2025

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ଅପରାଧିକ ମାମଲା ବିଲକୁ ନେଇ କଂଗ୍ରେସର କଟାକ୍ଷ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.