Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଲ୍‌ଭର ଗାନ୍ଧୀ ଚଳଚ୍ଚିତ୍ର ଦେଖିବେ ରାଜ୍ୟପାଳ: ବଲିଉଡରୁ ଆସୁଛନ୍ତି କାଳକାର
ଆଜିର ଖବର

ସିଲ୍‌ଭର ଗାନ୍ଧୀ ଚଳଚ୍ଚିତ୍ର ଦେଖିବେ ରାଜ୍ୟପାଳ: ବଲିଉଡରୁ ଆସୁଛନ୍ତି କାଳକାର

March 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନିଜର ଅସାଧାରଣ ଦକ୍ଷତା ଓ ଦୃଢ ଇଚ୍ଛାଶକ୍ତି ପାଇଁ ସାରା ବିଶ୍ୱରେ ଓଡ଼ିଶାର ସିଲ୍‌ଭର ଗାନ୍ଧୀ ବେଶ୍ ଚର୍ଚ୍ଚିତ। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସ୍ୱଚ୍ଛ ଭାରତ ଅଭିଯାନକୁ ସଫଳ କରିବା ପାଇଁ ସାରା ଦେଶ ପଦଯାତ୍ରା କରିଥିଲେ ସାଇରାମ ଗାନ୍ଧୀ ବା ମୋହନ ମହାପାତ୍ର। ତାଙ୍କ ଜୀବନୀକୁ ନେଇ ନିର୍ମିତ ହୋଇଛି ଚଳଚ୍ଚିତ୍ର ‘ସିଲ୍‌ଭର ଗାନ୍ଧି’।

ଅବିନାଶ ନନ୍ଦଙ୍କ ନିର୍ଦ୍ଦେଶିତ ‘ସିଲ୍‌ଭର ଗାନ୍ଧି’ ଚଳଚ୍ଚିତ୍ରଟି ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଗୋଟିଏ ପରେ ଗୋଟିଏ ପୁରସ୍କାର ଲାଭ କରିଚାଲିଛି ଏବଂ ଉଚ୍ଚ ପ୍ରଶଂସିତ ମଧ୍ୟ ହେବାରେ ଲାଗିଛି। ସର୍ବମୋଟ ୨୫ଟି ପୁରସ୍କାର ମିଳିବା ସହିତ ବିରଳ ରେକର୍ଡ଼ର ଅଧିକାରୀ ହୋଇପାରିଛି ସିଲଭର ଗାନ୍ଧି।

ଏଥି ସହିତ ସାରା ଓଡ଼ିଶାରେ ଖଦୀର ପ୍ରଚାର ଓ ପ୍ରସାର ସହିତ ଅହିଂସା, ଶାନ୍ତି, ସଦ୍‌ଭାବନା ଓ ଭାଇଚାରା ବଜାୟ ରଖିବା ପାଇଁ ସାଇରାମ ଗାନ୍ଧୀ ସାରା ରାଜ୍ୟ ପଦଯାତ୍ରା କରି ଲୋକମାନଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ପାଇଁ ପଦକ୍ଷେପ ନେଇଛନ୍ତି।

ଏହି ଅବସରରେ ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ଭାରତର ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଆଗାମୀ ଦିନରେ ସିଲ୍‌ଭର ଗାନ୍ଧୀ ଚଳଚ୍ଚିତ୍ରକୁ ଓଡ଼ିଶାର ରାଜ୍ୟପାଳ ଦେଖିବେ ବୋଲି ସିଲ୍‌ଭର ଗାନ୍ଧୀ ପ୍ରକାଶ କରିଛନ୍ତି।

ଜାତିର ପିତା ମହାତ୍ମା ଗାନ୍ଧୀ ମୋହନ ମହାପାତ୍ର ସିଲ୍‌ଭର ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Latest News

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.