Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁକ୍ତି ଲାଭ କଲା ଲକଡାଉନରେ ରୋଜଗାର ହରାଇଥିବା କାହାଣୀ ଉପରେ ଆଧାରିତ ଚଳଚ୍ଚିତ୍ର ‘ଭୋକ’
ଆଜିର ଖବର

ମୁକ୍ତି ଲାଭ କଲା ଲକଡାଉନରେ ରୋଜଗାର ହରାଇଥିବା କାହାଣୀ ଉପରେ ଆଧାରିତ ଚଳଚ୍ଚିତ୍ର ‘ଭୋକ’

December 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କୋଭିଡ ମହାମାରୀ ସମସ୍ତଙ୍କ ଦୈନନ୍ଦିନ ଜୀବନର ଗତିଶୀଳତାକୁ ବ୍ୟାହତ କରିଛି। ସେହି ସମୟର କିଛି ବାସ୍ତବିକ କରୁଣ କାହାଣୀ ଉପରେ ପର‌୍ୟ୍ୟବେସିତ ସତ୍ୟ ଘଟଣାବଳୀକୁ ନେଇ ଜ୍ୟୋତି ପ୍ରଡକ୍ସନ୍ ଅଧୀନରେ ନିର୍ମିତ ଏକ ଭିନ୍ନ ଧରଣର ଚଳଚ୍ଚିତ୍ର “ଭୋକ” ଆଜି ଏସପ୍ଲାନେଡ଼ ମଲର ସିନେ ପୋଲିସ ମଲ୍ଟିପ୍ଲେକ୍ସଠାରେ ମୁକ୍ତିଲାଭ କରିଛି।

ଏହି ଅବସରରେ ରାଜ୍ୟ ଚଳଚ୍ଚିତ୍ର ନିଗମର ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଚଳଚ୍ଚିତ୍ରର କାହାଣୀକାର ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀରଞ୍ଜନ କୁମାର ଦାସ, ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୀବ ମହାନ୍ତି, ଅକ୍ଷୟ ପରିଜା, ଅଭିନେତ୍ରୀ କାବ୍ୟାକିରଣ, ସୁବୋଧ ଆଚାର୍ଯ୍ୟ, ମନସ୍ୱିନୀ ସାହୁ ଓ ବାସୁଦେବ ମାଳ ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ।

ମାନବ ଜାତି ପାଇଁ ଅଦୃଶ୍ୟ ଶତ୍ରୁ ଭାବେ ଉଭା ହୋଇ ଥିବା କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କରାଯାଇଥିବା ଲକଡାଉନ ଓ ସଟଡାଉନ ଯୋଗୁଁ ଜଣେ ସାଧାରଣ ବ୍ୟକ୍ତି ଜୀବିକା ହରେଇ ଉଭୟ ଆର୍ଥିକ ଅସୁବିଧା ଓ ସାମାଜିକ ଦ୍ଵେଷର ସମ୍ମୁଖୀନ ହୋଇ ବିଷମ ପରିସ୍ଥିତି ଦେଇ ଗତି କରୁଥିବାର କାହାଣୀକୁ ନେଇ ଏହି ଚଳଚ୍ଚିତ୍ର ଗତିଶୀଳ ହେଇଛି। ଅନେକଙ୍କ ଅଙ୍ଗେଲିଭା ଅନୁଭବକୁ ଚଳଚ୍ଚିତ୍ରର ଅଭିନେତା ଓ ଅଭିନେତ୍ରୀମାନେ ନିଜ ଅଭିନୟ ମାଧ୍ୟମରେ ଜୀବନ୍ତ କରିବାରେ ସଫଳ ହୋଇପାରିଛନ୍ତି।

ଅକ୍ଷୟ ପରିଜା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

ନେପାଳରେ ଭୟଙ୍କର ହିମସ୍ଖଳନ: ତିବ୍ଦତ ସୀମାନ୍ତ ହିମଲୁଙ୍ଗ ବେସ୍ କ୍ୟାମ୍ପ୍‌ରୁ ୧୦ ନିଖୋଜ

September 27, 2026

CJP ନେତା ଆଶୁତୋଷ ରାଙ୍କାଙ୍କୁ ଅଟକ ରଖିଲା ଆସାମ ପୋଲିସ

September 27, 2026

ଜୀ-ସାର୍ଥକରେ ଆସୁଛି ଏକ ନିଆରା ପ୍ରେମ କାହାଣୀ: ଅକ୍ଟୋବର ୪ରେ ‘ଅଧୁରା ପ୍ରେମ କାହାଣୀ’ର ମହାପ୍ରିମିୟର

September 27, 2026
Latest News

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

ନେପାଳରେ ଭୟଙ୍କର ହିମସ୍ଖଳନ: ତିବ୍ଦତ ସୀମାନ୍ତ ହିମଲୁଙ୍ଗ ବେସ୍ କ୍ୟାମ୍ପ୍‌ରୁ ୧୦ ନିଖୋଜ

September 27, 2026

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026

CJP ନେତା ଆଶୁତୋଷ ରାଙ୍କାଙ୍କୁ ଅଟକ ରଖିଲା ଆସାମ ପୋଲିସ

September 27, 2026

କାନାଡାରେ ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ଜଣଙ୍କ ମୃତ୍ୟୁ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.