Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକପ୍ରିୟ ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ସ୍ତବ୍ଧ ହୋଇଛି ଓଲିଉଡ ଜଗତ। ଏହି ବୟସରେ ସେ ଆତ୍ମହତ୍ୟା କରିବାକୁ ସହଜରେ କେହି ଗ୍ରହଣ କରିପାରୁ ନାହାଁନ୍ତି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଟୁଇଟ କରି ନବୀନ କହିଛନ୍ତି ଯେ ’ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଇମୋହନ ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026
Latest News

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.