Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଏବେ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ର “ଶଲା ବୁଢା”
ଆଜିର ଖବର

ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଏବେ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ର “ଶଲା ବୁଢା”

February 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଲୋକପ୍ରିୟ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶିତ ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ର “ଶଲା ବୁଢା” ଏହି ଫ୍ରେବୁୟାରୀ ୨୭ ତାରିଖରେ ଓଟିଟିପ୍ଲାଟଫର୍ମ କଞ୍ଚା ଲଙ୍କାରେ ଷ୍ଟ୍ରିମିଙ୍ଗ ହବାକୁ ଯାଉଛି।

ଏହି କାହାଣୀ ଜଣେ ଗରିବ ଗାଁ ମୁଖିଆଙ୍କର। ୧୯୩୦ ଦଶକ, ରାଜାରାଜୁଡ଼ା ଶାସନ ସମୟର। କ୍ରମାଗତ ଦୁର୍ଭିକ୍ଷ ଓ ଲୋଭି ରାଜାଙ୍କ କବଳରୁ ଭରତ ରାମ (ଶଲା ବୁଢ଼ା) କିଭଳି ନିଜ ଲୋକ ଓ ଜମିଜମାକୁ ବଞ୍ଚାଇ ରଖିଥିଲେ। ସାଧାରଣ ଧାରଣା ଥାଏ ଯେ ବୃଦ୍ଧମାନେ ଅକର୍ମଣ୍ୟ, କିନ୍ତୁ ସେମାନେ ହିଁ ସମାଜକୁ ଦେଖାଇଥାନ୍ତି ନୂତନ ଦିଗନ୍ତ, ଶଲା ବୁଢ଼ାରେ ଘଟିଛି ଏମିତି କିଛି ଘଟଣା। ଈଶ୍ବରଙ୍କ ଉପରେ ଆସ୍ଥା, ମଣିଷପଣିଆ ଉପରେ ବିଶ୍ୱାସ ଦ୍ଵାରା କିଭଳି ସବୁ କିଛି ଜିତି ହୁଏ ଶଲା ବୁଢ଼ା ତା’ର ଏକ ନିଚ୍ଛକ ନିଦର୍ଶନ।

ଏହି ଚଳଚ୍ଚିତ୍ରର ପ୍ରଯୋଜକ ସୁଶାନ୍ତ ମହାପାତ୍ର ଥିବାବେଳେ ଏହାର କାହାଣୀ ଲେଖିଛନ୍ତି ଶ୍ରୀ କପିଳେଶ୍ଵର ମହାପାତ୍ର, ସଂଙ୍ଗୀତରେ ସଜେଇଛନ୍ତି ପଙ୍କଜ ଜାଲ୍ ଓ ଘାସିରାମ ମିଶ୍ର, ଏହାର କ୍ୟାମେରା ମ୍ୟାନ୍‌ ଓମ୍ ପ୍ରକାଶ ମହାପାତ୍ର ଥିବା ବେଳେ ସଂପାଦନାରେ ରାଜେନ୍ଦ୍ର ମହାପାତ୍ର, ସଂଳାପ ଲେଖିଛନ୍ତି ଅଟଳ ବିହାରୀ ପଣ୍ଡା, ନିର୍ଦ୍ଦେଶନା ଓ ଚିତ୍ରନାଟ୍ୟର ଦାୟିତ୍ୱରେ ଅଛନ୍ତି ସବ୍ୟସାଚୀ ମହାପାତ୍ର।

ଏହି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ଅଟଳ ପଣ୍ଡା, ରତନ୍ ମେହେର୍,ପ୍ରିଥିବିରାଜ ନାଏକ,ରୋଜି ଶଡଙ୍ଗୀ, ତପସ୍ବୋନୀ ଗୁରୁ ଓ ଅନ୍ୟମାନେ।

ଏହା ପୂର୍ବରୁ ଓଟିଟି ପ୍ଲାଟଫର୍ମରେ ଷ୍ଟ୍ରିମିଙ୍ଗ୍ ହୋଇଥିବା ପ୍ରତ୍ୟେକ୍ ଚଳଚ୍ଚିତ୍ର ଓ ୱେବ୍ ସିରିଜ୍ କୁ ଆପଣ ମାନେ ଯେତିକି ଭଲପାଇବା ଦେଇଛନ୍ତି ସେତିକି ଭଲ ପାଇବା ଆମର ଏହି ଶଲା ବୁଢା ଚଳଚ୍ଚିତ୍ରକୁ ଦେବେ ବୋଲି ଆମର ଆଶା ଓ ବିଶ୍ୱାସ।

"ଶଲା ବୁଢା" ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ସବ୍ୟସାଚୀ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026
Latest News

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.