Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଇ ରବିବାର ସନ୍ଧ୍ୟା ୬:୩୦ ରେ ଜୀ-ସାର୍ଥକରେ ହୋଲି ସ୍ପେସାଲ ପ୍ରୋଗ୍ରାମ “ହୋଲି – ସମ୍ପର୍କର ରଙ୍ଗ”
ଆଜିର ଖବର

ଏଇ ରବିବାର ସନ୍ଧ୍ୟା ୬:୩୦ ରେ ଜୀ-ସାର୍ଥକରେ ହୋଲି ସ୍ପେସାଲ ପ୍ରୋଗ୍ରାମ “ହୋଲି – ସମ୍ପର୍କର ରଙ୍ଗ”

March 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଏଥର ହୋଲିରେ ଜୀ-ସାର୍ଥକ ବୋଳିବ ଭିନ୍ନ ଏକ ରଙ୍ଗ। ଉଡିବ ସାତ ରଙ୍ଗର ଅଭିର। ସମ୍ପର୍କର ରଙ୍ଗକୁ ନେଇ ହେବେ ରଙ୍ଗୀନ ହେବ ଏଥରର ହୋଲି। ପ୍ରଥମଥର ପାଇଁ ଓଡ଼ିଶା ଟେଲିଭିଜନ ଜଗତରେ ଏଥର ହୋଲିରେ ଦେଖିବେ ଦର୍ଶକ ଏକ ନିଆରା କାହାଣୀ ଯେଉଁଥିରେ ସମ୍ପର୍କର ବିଭିନ୍ନ ରଙ୍ଗକୁ ଏକ ଭିର୍ଣ୍ଣ ଢଙ୍ଗରେ ପରିବେଷଣ କରାଯାଇଛି। ଏହି ସ୍ପେସାଲ ହୋଲି ପ୍ରୋଗ୍ରାମରେ ଜୀ-ସାର୍ଥକର ସମସ୍ତ ବଡ ବଡ ସେଲିବ୍ରିଟ୍ରି ଅଭିନୟ କରିବା ସହ ସମ୍ପର୍କର ରଙ୍ଗ ମାଧ୍ୟମରେ ଆପଣଙ୍କୁ ଆମୋଦିତ କରିବେ।

କଥା ରେ ଅଛି ସମ୍ପର୍କ ହୃଦୟରୁ ହିଁ ହୁଏ। ହସ ଖୁସିର ସଂସାରରେ ଯୋଡି ହୋଇଛି ସମ୍ପର୍କର ସେତୁ। ଜୀ ସାର୍ଥକର ସମସ୍ତ ସେଲିବ୍ରିଟଙ୍କୁ ନେଇ ଅଭିନବ ଏବଂ ନିଆରା କାର୍ଯ୍ୟକ୍ରମ। ହୋଲିରେ କିଛି ଭିନ୍ନତା ଆଣିବା ପାଇଁ ଜ଼ୀ ସାର୍ଥକ ପ୍ରସ୍ତୁତ କରିଛି “ହୋଲି – ସମ୍ପର୍କର ରଙ୍ଗ”, ଯେଉଁଥିରେ ଅଛି ଭରପୁର ମନୋରଞ୍ଜନ ଓ ମନ ଛୁଆଁ ଏକ କାହାଣୀ। ମାର୍ଚ୍ଚ ୫ ତାରିଖ ସଂଧ୍ୟା ସାଢେ ୬.୩୦ମିରେ ଦେଖିବାକୁ ପାଇବେ ଆମର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହୋଲି ସମ୍ପର୍କର ରଙ୍ଗ।

କାର୍ଯ୍ୟକ୍ରମଟି ନିଶ୍ଚିତ ଲୋକାଦୃତ ହେବ ବୋଲି ଆଶା ପ୍ରକଟ କରିଛନ୍ତି ଜୀ-ସାର୍ଥକର ଚିଫ କ୍ଲଷ୍ଟର ହେଡ୍ ସମ୍ରାଟ ଘୋଷ ଏବଂ ଚ୍ୟାନେଲ ହେଡ୍ ପ୍ରତୀକ ସିଲ। ଅଗଣିତ ଓଡିଆ ଦର୍ଶକଙ୍କୁ ହୋଲିର ଅଗ୍ରୀମ ଶୁଭେଛା ଓ ଶୁଭକାମନା।

ଜୀ ସାର୍ଥକ ସ୍ପେସାଲ ପ୍ରୋଗ୍ରାମ ହୋଲି ହୋଲି - ସମ୍ପର୍କର ରଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ନବରଙ୍ଗପୁରରେ “ଟ୍ରାଇବାଲ୍ ଫ୍ୟାଶନ୍ ଶୋ” ଆୟୋଜିତ

March 2, 2026

ଆଜି ମାର୍ଚ୍ଚ ୨ ତାରିଖ ସୋମବାରରେ ମହାଦେବଙ୍କ ଏହି ଛଅଟି ରାଶି ପ୍ରତି ରହିଛି ଆଶୀର୍ବାଦ

March 2, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026
Latest News

ନବରଙ୍ଗପୁରରେ “ଟ୍ରାଇବାଲ୍ ଫ୍ୟାଶନ୍ ଶୋ” ଆୟୋଜିତ

March 2, 2026

ଆଜି ମାର୍ଚ୍ଚ ୨ ତାରିଖ ସୋମବାରରେ ମହାଦେବଙ୍କ ଏହି ଛଅଟି ରାଶି ପ୍ରତି ରହିଛି ଆଶୀର୍ବାଦ

March 2, 2026

ଚମକିଲେ ସଞ୍ଜୁ: ୱେଷ୍ଟଇଣ୍ଡିଜକୁ ହରାଇ ଷଷ୍ଠ ଥର ପାଇଁ ବିଶ୍ଵକପ ସେମିଫାଇନାଲରେ ପହଞ୍ଚିଲା ଭାରତ

March 1, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.