Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଷୟ, ସାରା, ଧନୁଷଙ୍କ ‘ଅତରଙ୍ଗୀ ରେ’
ଆଜିର ଖବର

ଅକ୍ଷୟ, ସାରା, ଧନୁଷଙ୍କ ‘ଅତରଙ୍ଗୀ ରେ’

January 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଏକତ୍ର ନଜର ଆସିବାକୁ ଯାଉଛନ୍ତି ଖିଲାଡୀ ଅକ୍ଷୟ କୁମାର, ସାଉଥ୍‌ ସେନ୍‌ସେସନ୍‌ ଧନୁଷ ଏବଂ ସାରା ଅଲୀ ଖାନ୍‌ ଏକତ୍ର ନଜର ଆସିବାକୁ ଯାଉଛନ୍ତି । ଆନନ୍ଦ ଏଲ୍‌ ରାଇଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ତିନି କଳାକାରଙ୍କ ଫଟୋ ଗୁରୁବାର ଅକ୍ଷୟ କୁମାର ସେୟାର କରିଛନ୍ତି । ଫିଲ୍ମର ନାମ ଅତରଙ୍ଗୀ ରେ ରହିଥିବା ବେଳେ ଫିଲ୍ମଟି ଏକ ମ୍ୟୁଜିକାଲ୍‌ ଲଭ୍‌ଷ୍ଟୋରୀ ରହିଛି । ଫିଲ୍ମର କାହାଣୀ ସମ୍ପର୍କରେ ଅନ୍ୟ କୌଣସି ସୂଚନା ମିଳିନଥିବା ବେଳେ ତ୍ରିକୋଣୀୟ ପ୍ରେମ କାହାଣୀ ରହିବାର ଆଶା କରାଯାଉଛି । ଫିଲ୍ମଟି 2021 ଭାଲେଣ୍ଟାଇନ୍ସ ଡେ ଅବସରରେ ରିଲିଜ୍‌ ହେବା ନେଇ ଘୋଷଣା କରାଯାଇଛି । ଫିଲ୍ମରେ ଏକାଧିକ ଜାତୀୟ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଜଡିତ ଥିବା କାରଣରୁ ସୋସିଆଲ ମିଡିଆରେ ଫିଲ୍ମକୁ ପ୍ରଶଂସା କରାଯାଇଛି । ଜାତୀୟ ପୁରସ୍କାର ପ୍ରାପ୍ତ ଆନନ୍ଦ ଏଲ୍‌ ରାଇ (ନିର୍ଦ୍ଦେଶକ), ଅକ୍ଷୟ କୁମାର(ଅଭିନେତା), ଧନୁଷ(ଅଭିନେତା), ହିମାଂଶୁ(କାହାଣୀ) ଏବଂ ଏ ଆାର ରେହମାନ(ସଙ୍ଗୀତ) ଏହି ଫିଲ୍ମ ସହିତ ସଂଶ୍ଲିଷ୍ଟ ଅଛନ୍ତି । (ଏଜେନ୍ସୀ)

akshyakumar dhanush SARAALIKHAN
Share. Facebook Twitter LinkedIn Email WhatsApp Copy Link

Related Posts

ବିଂଶତମ ପରିସଂଖ୍ୟାନ ଦିବସ ୨୦୨୬ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

June 30, 2026

ଅମିତ ଶାହଙ୍କ ଉପସ୍ଥିତିରେ ଯମୁନା ଜଳ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକାରିତା ପାଇଁ ଚୁକ୍ତି ସ୍ୱାକ୍ଷର

June 30, 2026

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026
Latest News

ବିଂଶତମ ପରିସଂଖ୍ୟାନ ଦିବସ ୨୦୨୬ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

June 30, 2026

ଅମିତ ଶାହଙ୍କ ଉପସ୍ଥିତିରେ ଯମୁନା ଜଳ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକାରିତା ପାଇଁ ଚୁକ୍ତି ସ୍ୱାକ୍ଷର

June 30, 2026

ବିକଶିତ ଗ୍ରାମ-ବିକଶିତ ଭାରତ’ ପାଇଁ ପ୍ରସ୍ତୁତ ହେଲା ସହଭାଗୀ ରୋଡମ୍ୟାପ୍

June 30, 2026

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.