Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»63 ବର୍ଷରେ ବ୍ରହ୍ମାନନ୍ଦମ୍‌: ହଜାରରୁ ଉର୍ଦ୍ଧ୍ବ ଫିଲ୍ମରେ ଅଭିନୟ କରି ରେକର୍ଡ କରିଛନ୍ତି
ଆଜିର ଖବର

63 ବର୍ଷରେ ବ୍ରହ୍ମାନନ୍ଦମ୍‌: ହଜାରରୁ ଉର୍ଦ୍ଧ୍ବ ଫିଲ୍ମରେ ଅଭିନୟ କରି ରେକର୍ଡ କରିଛନ୍ତି

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ସାଉଥ୍‌ର ଲୋକପ୍ରିୟ ହାସ୍ୟାଭିନେତା ବ୍ରହ୍ମାନନ୍ଦମ୍‌ ବେଶ୍‌ ଜଣାଶୁଣା । କେବଳ ସାଉଥ୍‌ ଇଣ୍ଡଷ୍ଟ୍ରିରେ ନୁହଁନ୍ତି, ସାରା ଭାରତରେ ତାଙ୍କର ପ୍ରଶଂସକ ବେଶ୍‌ ରହିଛନ୍ତି । ବ୍ରହ୍ମାନନ୍ଦମ୍‌ ଆଜି 63ତମ ଜନ୍ମଦିନ ପାଳନ କରୁଛନ୍ତି । ସୋସିଆଲ୍‌ ମିଡିଆରେ ତାଙ୍କ ପ୍ରଶଂସକମାନେ ଟ୍ରେଣ୍ଡ୍‌ କରୁଛନ୍ତି । ହ୍ୟାଜ୍‌ଟ୍ୟାଗ୍‌ ବ୍ରହ୍ମାନନ୍ଦନମ୍‌ ଟ୍ରେଣ୍ଡ୍‌ କରିବା ସହିତ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ବ୍ରହ୍ମାନନ୍ଦମ୍‌ଙ୍କୁ ସାଉଥ୍‌ରେ ସୁପରଷ୍ଟାର୍‌ ବୋଲି କୁହାଯାଇଥାଏ । ସେ ମହେଶ ବାବୁ, ଅଲ୍ଲୁ ଅର୍ଜୁନ୍‌, ପ୍ରଭାସ, ରାମଚରଣ, ନାଗାର୍ଜୁନଙ୍କ ପରି ଲୋକପ୍ରିୟ ସାଉଥ୍‌ ଅଭିନେତାଙ୍କ ସହ ଅଭିନୟ କରି ଚର୍ଚ୍ଚାରେ ରହିଛନ୍ତି ।  ସେ ପାଖାପାଖି 1000ରୁ ଅଧିକ ଫିଲ୍ମରେ କାମ କରିଛନ୍ତି। ସେ 1987ରେ ଆସିଥିବା ଫିଲ୍ମ ‘ଅହା ନା ପାଲଣ୍ଟା’ରୁ ଅଭିନୟ କ୍ୟାରିଅର ଆରମ୍ଭ କରିଥିଲେ । ବ୍ରହ୍ମାନନ୍ଦମ୍‌ଙ୍କ କମେଡି ଆକ୍ଟିଂ ଦର୍ଶକଙ୍କୁ ବେଶ୍‌ ପ୍ରଭାବିତ କରିଥାଏ । ତେଲୁଗୁ ସହିତ ତାମିଲ୍‌ ଓ କନ୍ନଡ ସିନେମାରେ ଅଭିନୟ କରି ବେଶ୍‌ ପ୍ରଶଂସାଭାଜନ ହୋଇଛନ୍ତି । ସିନେମା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଭାରତ ସରକାରଙ୍କ ଚତୁର୍ଥ ବେସାମରିକ ସମ୍ମାନ ‘ପଦ୍ମଶ୍ରୀ’ ପାଇବା ସହିତ ସବୁଠାରୁ ଅଧିକ ଥର ଫିଲ୍ମରେ ଆକ୍ଟିଂ କରୁଥିବା ହେତୁ ଗିନିଜ୍‌ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ମଧ୍ୟ ସ୍ଥାନ ପାଇଛନ୍ତି । ଆନ୍ଧ୍ରପ୍ରଦେଶରେ ଜନ୍ମିତ ଏହି ଲୋକପ୍ରିୟ ଅଭିନେତାଙ୍କ ପତ୍ନୀଙ୍କ ସହିତ ଦୁଇଟି ସନ୍ତାନ ରହିଛନ୍ତି । (ଏଜେନ୍ସି)

ପ୍ରମୁଖ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.