Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଭୂତ’ର ଟ୍ରେଲର ରିଲିଜ୍‌ : ମିଳିଲା ମିଶ୍ର ପ୍ରତିକ୍ରିୟା
ଆଜିର ଖବର

‘ଭୂତ’ର ଟ୍ରେଲର ରିଲିଜ୍‌ : ମିଳିଲା ମିଶ୍ର ପ୍ରତିକ୍ରିୟା

February 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବିକି କୌଶଲ୍‌ ଓ ଭୂମି ପେଡେନ୍‌କରଙ୍କ ଅଭିନୀତ ଫିଲ୍ମ ‘ଭୂତ୍‌’ର ଆଜି ଟ୍ରେଲର୍‌ ରିଲିଜ୍‌ ହୋଇଛି । ଏହି ଫିଲ୍ମଟି ବହୁ ସମୟ ଧରି ଚର୍ଚ୍ଚାରେ ରହିଛି । ତେବେ ଏହାର ଟ୍ରେଲରକୁ ଦର୍ଶକଙ୍କ ମିଶ୍ର ପ୍ରତିକ୍ରିୟା ମିଳିଛି । କେହି କେହି ଏହାକୁ ବେକାର କହିଥିବାବେଳେ କେହି କେହି ଏହାର କାହାଣୀକୁ ପସନ୍ଦ କରିଛନ୍ତି । ଏହି ଟ୍ରେଲର୍‌ରେ ଆମାଜନ୍‌ ସମୁଦ୍ରରେ ରହିଥିବା ଏକ ଜାହାଜର କାହାଣୀକୁ ଦର୍ଶାଯାଇଛି । ଯାହାର ଯାଞ୍ଚ ପାଇଁ ବିକିଙ୍କୁ ଦାୟିତ୍ବ ଦିଆଯାଇଛି । ଜାହାଜକୁ ଯାଞ୍ଚ କରିବା ସମୟରେ କିଛି ଅଜବ ଘଟଣା ଦେଖିଛନ୍ତି ବିକି ।  ଫିଲ୍ମରେ ବିକିଙ୍କ ଚରିତ୍ରଙ୍କ ନାମ ପୃଥ୍ବୀ ରହିଛି । କରନ୍‌ ଜୋହରଙ୍କ ପ୍ରଯୋଜିତ ଏହି ଫିଲ୍ମଟିକୁ ଭାନୁ ପ୍ରତାପ ସିଂ ନିର୍ଦ୍ଦେଶନା ଦେଇଛନ୍ତି । ଫିଲ୍ମଟି ଆସନ୍ତା ଫେବୃଆରୀ 21 ତାରିଖରେ ପରଦା ଉପରକୁ ଆସିବ । ଏହି ଫିଲ୍ମ ସହିତ ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଲ୍‌ ଜ୍ୟାଦା ସାବଧାନ୍‌’ ମଧ୍ୟ ରିଲିଜ୍‌ ହେଉଛି ।

Bhumi Pednekar vickykaushal
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ଇଣ୍ଡିଆ ମେଣ୍ଟ: ସିଜେଆଇ ଙ୍କୁ ଚିଠି ଲେଖିଲେ ୨୩ଟି ଦଳ

June 30, 2026

ତିନି ବର୍ଷ ପାଇଁ ନିଯୁକ୍ତ ହେବେ HDFC ବ୍ୟାଙ୍କର ନୂତନ ଅଧ୍ୟକ୍ଷ: ଜାଣନ୍ତୁ ସେ  କିଏ?

June 30, 2026

ଅନୁଗୋଳରେ ବେଆଇନ୍ ବନ୍ଧୁକ କାରଖାନା ଠାବ, ୨ ଭାଇ ଗିରଫ

June 30, 2026

ଆଜିଠାରୁ ଅଣସର ଦର୍ଶନ: ବ୍ରହ୍ମଗିରିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ

June 30, 2026
Latest News

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ଇଣ୍ଡିଆ ମେଣ୍ଟ: ସିଜେଆଇ ଙ୍କୁ ଚିଠି ଲେଖିଲେ ୨୩ଟି ଦଳ

June 30, 2026

ତିନି ବର୍ଷ ପାଇଁ ନିଯୁକ୍ତ ହେବେ HDFC ବ୍ୟାଙ୍କର ନୂତନ ଅଧ୍ୟକ୍ଷ: ଜାଣନ୍ତୁ ସେ  କିଏ?

June 30, 2026

“ଶାନ୍ତି ଦୂତ”ର ଖୋଲିବ ମୁଖା: ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଭାରତର ବଡ଼ ଯୋଜନା

June 30, 2026

ଅନୁଗୋଳରେ ବେଆଇନ୍ ବନ୍ଧୁକ କାରଖାନା ଠାବ, ୨ ଭାଇ ଗିରଫ

June 30, 2026

ଆଜିଠାରୁ ଅଣସର ଦର୍ଶନ: ବ୍ରହ୍ମଗିରିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.