Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କ୍ରିନ୍‌କୁ ଫେରିଲେ ଇର୍ଫାନ୍‌ : ଅଙ୍ଗ୍ରେଜୀ ମିଡିୟମ୍‌ର ଫାଷ୍ଟ ପୋଷ୍ଟର ରିଲିଜ୍‌
ଆଜିର ଖବର

ସ୍କ୍ରିନ୍‌କୁ ଫେରିଲେ ଇର୍ଫାନ୍‌ : ଅଙ୍ଗ୍ରେଜୀ ମିଡିୟମ୍‌ର ଫାଷ୍ଟ ପୋଷ୍ଟର ରିଲିଜ୍‌

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦୀର୍ଘ ଦେଢ ବର୍ଷ ପରେ ସିଲ୍‌ଭର ସ୍କ୍ରିନ୍‌କୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଇର୍ଫାନ୍‌ ଖାନ୍‌ । ଅଙ୍ଗ୍ରେଜୀ ମିଡିୟମ୍‌ ଜରିଆରେ ଇର୍ଫାନ୍‌ ବଲିଉଡ୍‌କୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି । 2018ରେ ନ୍ୟୁରୋଏଣ୍ଡୋକ୍ରାଇନ୍‌ ଟ୍ୟୁମର୍‌ ପାଇଁ ଦେଢ ବର୍ଷ ଧରି ସ୍କ୍ରିନ୍‌ରୁ ଦୂରେଇ ରହିଥିବା ଇର୍ଫାନ୍‌ ହିନ୍ଦି ମିଡିୟମ୍‌ରେ କରୀନା କପୁର୍‌ ଖାନ୍‌ଙ୍କ ସହିତ ଫେରୁଛନ୍ତି । ଏହି ଫିଲ୍ମରେ ରାଧିକା ମଦନ ଏବଂ ଦୀପକ ଡୋବ୍ରିୟାଲ୍‌ ଗୁରୁତ୍ବପୂର୍ଣ୍ଣ ଚରିତ୍ରରେ ନଜର ଆସିବେ । ଆକର୍ଶ ଖୁରାନାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ମାର୍ଚ୍ଚ 20, 2020ରେ ଏହି ଫିଲ୍ମଟି ରିଲିଜ୍‌ ହେବାକୁ ଯାଉଛି । (ଏଜେନ୍ସି)

angrezimedium
Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ‘ଟିମ୍ ଇଣ୍ଡିଆ’ ର ଟେଷ୍ଟ ଦଳ ଘୋଷିତ: ଧ୍ରୁବ ଜୁରେଲଙ୍କୁ ଅଧିନାୟକ ନିଯୁକ୍ତ

October 7, 2026

ରାହୁଲ ଏବଂ ପ୍ରିୟଙ୍କାଙ୍କ ବିରୋଧରେ ଏଫଆଇଆର: ଜାଣନ୍ତୁ ମାମଲା

October 7, 2026

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026

ଭୁବନେଶ୍ଵର କୁମାରଙ୍କ ପ୍ରତ୍ୟାବର୍ତ୍ତନକୁ ବାଧା ଦେଉଥିଲେ ଅଗରକର!: ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

October 7, 2026
Latest News

ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ‘ଟିମ୍ ଇଣ୍ଡିଆ’ ର ଟେଷ୍ଟ ଦଳ ଘୋଷିତ: ଧ୍ରୁବ ଜୁରେଲଙ୍କୁ ଅଧିନାୟକ ନିଯୁକ୍ତ

October 7, 2026

ପ୍ରଶାସନିକ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କ ବଦଳି, ନବରଙ୍ଗପୁର ଓ ନୂଆପଡ଼ାକୁ ମିଳିଲେ ନୂଆ ଜିଲ୍ଲାପାଳ

October 7, 2026

୨୫ ବର୍ଷ ପୂରଣ କଲେ ପ୍ରଧାନମନ୍ତ୍ରୀ: ବିକଶିତ ଭାରତ ସଂକଳ୍ପ ସହ ଦେଶବାସୀ, ଗଣତନ୍ତ୍ର ଓ ସମ୍ବିଧାନ ପ୍ରତି ଜଣାଇଲେ ଗଭୀର କୃତଜ୍ଞତା

October 7, 2026

ରାହୁଲ ଏବଂ ପ୍ରିୟଙ୍କାଙ୍କ ବିରୋଧରେ ଏଫଆଇଆର: ଜାଣନ୍ତୁ ମାମଲା

October 7, 2026

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.