Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରିଲିଜ୍‌ ହେଲା ‘ଭି’ର ଟିଜ୍ର୍‌ : ସାଇକୋ ଭୂମିକାରେ ନାନି
ଆଜିର ଖବର

ରିଲିଜ୍‌ ହେଲା ‘ଭି’ର ଟିଜ୍ର୍‌ : ସାଇକୋ ଭୂମିକାରେ ନାନି

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ଲୋକପ୍ରିୟ ତେଲୁଗୁ ଅଭିନେତା ନାନି ଅପ୍‌କମିଙ୍ଗ ଫିଲ୍ମ ଭିରେ ନଜର ଆସିବାକୁ ଯାଉଛନ୍ତି । ଏହି ସାଇକୋଲୋଜିକାଲ ଥ୍ରୀଲରରେ ନାନିଙ୍କ ସହିତ ସୁଧୀର ବାବୁ ନଜର ଆସିବାକୁ ଯାଉଛନ୍ତି । ଟିଜରରେ ସୁଧୀର ବାବୁ ପୋଲିସ୍‌ ଭୂମିକାରେ ନଜର ଆସିବାକୁ ଯାଉଥିବା ବେଳେ ନାନି ଜଣେ ସିରିଏଲ୍‌ କିଲର୍‌ ଭୂମିକାରେ ନଜର ଆସିଛନ୍ତି । ଉଭୟଙ୍କ ବ୍ୟତିତ ନିଭେତା ଥୋମାସ୍‌ ଏବଂ ଅଦିତି ରାଓ ହାଇଦରୀ ଗୁରୁତ୍ବପୂର୍ଣ୍ଣ ଚରିତ୍ରରେ ନଜର ଆସିବାକୁ ଯାଉଛନ୍ତି । ଉଗାଡି ଅବସରରେ ମାର୍ଚ୍ଚ 25 ତାରିଖରେ ଏହି ଫିଲ୍ମଟି ରିଲିଜ୍‌ ହେବାକୁ ଯାଉଛି । ପଦାର୍ପଣକାରୀ ମୋହନ କ୍ରିଷ୍ଣା ଇନ୍ଦ୍ରାଗଣ୍ଟି ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.