Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚର୍ଚ୍ଚାରେ ଭୂମିଙ୍କ ଟପଲେସ୍‌ ଫଟୋ
ଆଜିର ଖବର

ଚର୍ଚ୍ଚାରେ ଭୂମିଙ୍କ ଟପଲେସ୍‌ ଫଟୋ

February 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଅଭିନେତ୍ରୀ ଭୂମି ପେଡେନ୍‌କର୍‌ ଏବେ ନିଜର ଏକ ବୋଲ୍ଡ ଫଟୋସୁଟ୍‌କୁ ନେଇ ଚର୍ଚ୍ଚାରେ ରହିଛି। ଫ୍ୟାସନ୍‌ ଫଟୋଗ୍ରାଫର୍‌ ଡବ୍ବୁ ରତାନୀଙ୍କ ପାଇଁ ଭୂମି ଟପଲେସ୍‌ ଫଟୋ ସୁଟ୍‌ କରିଛନ୍ତି। ତବ୍ବୁଙ୍କ କ୍ୟାଲେଣ୍ଡର୍‌ ପାଇଁ ଭୂମି ଏହି ଫଟୋ ଉଠାଇଛନ୍ତି। ଏଥିରେ ଭୂମି ଏକ ବାଥଟବ୍‌ରେ ଟପଲେସ୍‌ ରହିଥିବାର ନଜର ଆସିଛନ୍ତି। ଭୂମି ଏହି ଫଟୋକୁ ଇନ୍‌ଷ୍ଟାଗ୍ରାମ୍‌ରେ ସେୟାର କରିଛନ୍ତି। ଭୂମି ଏବେ ଫିଲ୍ମ ’ଦୁର୍ଗାବତୀ’ରେ ନଜର ଆସିବେ। ଏହି ଫିଲ୍ମଟି ନାରୀକୈନ୍ଦ୍ରିକ ହୋଇଥିବାବେଳେ ଫିଲ୍ମର ସମସ୍ତ ଦାୟିତ୍ବ ତାଙ୍କ କାନ୍ଧ ଉପରେ ରହିଛି। ସେହିପରି ଭୂମି ଭିକି କୌଶଲଙ୍କ ଅଭିନୀତ ‘ଭୂତ ପାର୍ଟ-1‘ ଆସନ୍ତା ଫେବୃଆରୀ 21 ତାରିଖରେ ରିଲିଜ୍‌ ହେବ।

Bhumi Pednekar
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026
Latest News

ଏପଷ୍ଟାଇନ୍ ଫାଇଲ୍ସରେ ନାମ ଆସିବା ପରେ WEF ର CEO ଙ୍କ ଇସ୍ତଫା

February 26, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.