Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଉଥ୍‌ ଫିଲ୍ମରେ ଡେବ୍ୟୁ କରିବେ ଅନନ୍ୟା, ବିଜୟଙ୍କ ବିପକ୍ଷରେ ଆସିବେ ନଜର
ଆଜିର ଖବର

ସାଉଥ୍‌ ଫିଲ୍ମରେ ଡେବ୍ୟୁ କରିବେ ଅନନ୍ୟା, ବିଜୟଙ୍କ ବିପକ୍ଷରେ ଆସିବେ ନଜର

February 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଏବେ ସାଉଥ୍‌ ଫିଲ୍ମରେ ବି ନିଜର ପାରଦର୍ଶିତା ଦେଖାଇବାକୁ ଆଗଭର ହେଲେଣି । ଅନନ୍ୟା ସାଉଥ୍‌ ସୁପରଷ୍ଟାର୍‌ ବିଜୟ ଦେବରୋକୋଣ୍ଡାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ଫାଇଟର୍‌’ରେ ନଜର ଆସିବେ । ପୁରୀ ଜଗନ୍ନାଥଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ଉଭୟ ହିନ୍ଦୀ ଓ ତେଲୁଗୁ ଭାଷା ବ୍ୟତୀତ ଅନ୍ୟାନ୍ୟ ଭାଷାରେ ମଧ୍ୟ ରିଲିଜ୍‌ ହେବ। ଫିଲ୍ମଟିକୁ ଫିଲ୍ମ ନିର୍ମାତା କରଣ ଜୋହର୍‌, ଚାର୍ମି କୌର୍‌ ଓ ଅପୂର୍ବ ମେହେଟ୍ଟା ପ୍ରଯୋଜନା କରୁଛନ୍ତି ବୋଲି ଜଣାପଡିଛି।

ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର୍‌’ ଜରିଆରେ ବଲିଉଡ୍‌ ଡେବ୍ୟୁ କରିଥିବା ଅନନ୍ୟା ଫିଲ୍ମ ଫେୟାର ନବାଗତାର ଆଓ୍ବାର୍ଡ ମଧ୍ୟ ଜିତିସାରିଛନ୍ତି। ଭୂମି ପେଡେନ୍‌କର୍‌ ଓ କାର୍ତ୍ତିକ ଆର୍ଯ୍ୟନ୍‌ଙ୍କ ଅଭିନୀତ ‘ପତି ପତ୍ନୀ ଔର ଓ୍ବ’ରେ ମଧ୍ୟ ନଜର ଆସିଥିଲେ ଅନନ୍ୟା।  ତେବେ ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ବିଜୟ ଦେବରୋକୋଣ୍ଡାଙ୍କ ଫିଲ୍ମ ‘ ଓ୍ବାର୍ଲ୍ଡ ଫେମସ୍‌ ଲଭର୍‌’ ପରଦାକୁ ଆସିଥିଲା। ତେବେ ଫିଲ୍ମଟି ଏତେ ସଫଳତା ପାଇନାହିଁ।  ଅନନ୍ୟାଙ୍କ ପ୍ରଥମ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ ଏଣ୍ଟ୍ରିକୁ ନେଇ ତାଙ୍କୁ ଉଭୟ ପୁରୀ ଜଗନ୍ନାଥ ଓ ବିଜୟ ଦେବରୋକୋଣ୍ଡା ଉଭୟ ସ୍ବାଗତ କରି ଟୁଇଟ୍‌ କରିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 7, 2026

ଅଗଷ୍ଟ ୧୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 7, 2026

ବରଗଡ଼ ସିମେଣ୍ଟ ୱାର୍କ୍ସର ଶ୍ରମିକଙ୍କ ପାଇଁ ବଡ଼ ସଫଳତା: ୨୬.୮୧ କୋଟିର ଲାଭ

August 7, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର-ବଲାଙ୍ଗୀର ସେକ୍ସନ ନିରୀକ୍ଷଣ

August 7, 2026
Latest News

ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 7, 2026

ଅଗଷ୍ଟ ୧୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 7, 2026

ବରଗଡ଼ ସିମେଣ୍ଟ ୱାର୍କ୍ସର ଶ୍ରମିକଙ୍କ ପାଇଁ ବଡ଼ ସଫଳତା: ୨୬.୮୧ କୋଟିର ଲାଭ

August 7, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର-ବଲାଙ୍ଗୀର ସେକ୍ସନ ନିରୀକ୍ଷଣ

August 7, 2026

ଡିଏଭି ପୋଖରୀପୁଟରେ ଛାତ୍ର ପ୍ରତିନିଧିଙ୍କ ଶପଥ ପାଠୋତ୍ସବ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.