Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପ୍‌କମିଙ୍ଗ ଫିଲ୍ମ ନେଇ ଘୋଷଣା କଲେ ତାମିଲ ସୁପରଷ୍ଟାର ସୂର୍ଯ୍ୟା
ଆଜିର ଖବର

ଅପ୍‌କମିଙ୍ଗ ଫିଲ୍ମ ନେଇ ଘୋଷଣା କଲେ ତାମିଲ ସୁପରଷ୍ଟାର ସୂର୍ଯ୍ୟା

March 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ : ତାମିଲ ସୁପରଷ୍ଟାର ସୂର୍ଯ୍ୟା ନିଜର ଅପ୍‌କମିଙ୍ଗ ଫିଲ୍ମ ନେଇ ଘୋଷଣା କରିଛନ୍ତି । ହରିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ନାମ ଅରୁଭା ରହିଛି । ରବିବାର ସୂର୍ଯ୍ୟା ଟ୍ବିଟ୍ଟର ଜରିଆରେ ନିଜର ଫିଲ୍ମ ଏବଂ ଟାଇଟଲ୍‌ ନେଇ ଘୋଷଣା କରିଛନ୍ତି । ଫିଲ୍ମରେ ସୂର୍ଯ୍ୟାଙ୍କ ଚରିତ୍ର ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ହରିଙ୍କର ଏହା 16 ତମ ଫିଲ୍ମ । ଅଜିତ୍‌ଙ୍କ ସହିତ ଫିଲ୍ମର ସୁଟିଂ ଶେଷ ହେବା ପରେ ଏହି ଫିଲ୍ମର ସୁଟିଂ ଆରମ୍ଭ ହେବ । ଦୀପାବଳି ଅବସରରେ ଏହି ଫିଲ୍ମଟି ରିଲିଜ୍‌ ହେବାକୁ ଯାଉଛି । ଡି ଇମ୍ମାନ ଏହି ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶନା ଦେଉଛନ୍ତି । (ଏଜେନ୍ସି)

surya
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଯୁଗ କେବଳ ଅପଗ୍ରେଡ୍ ନୁହେଁ, ଏହା ଅର୍ଥନୀତି ପାଇଁ ଏକ ପୁନଃର୍ବିନ୍ୟାସ: ଜିଓ ପ୍ଲାଟଫର୍ମସ ସିଇଓ

March 6, 2026

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026
Latest News

ଅମିତ ଶାହଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

March 6, 2026

ଏଆଇ ଯୁଗ କେବଳ ଅପଗ୍ରେଡ୍ ନୁହେଁ, ଏହା ଅର୍ଥନୀତି ପାଇଁ ଏକ ପୁନଃର୍ବିନ୍ୟାସ: ଜିଓ ପ୍ଲାଟଫର୍ମସ ସିଇଓ

March 6, 2026

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.