Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସକ୍‌ଜାଦେ ଯୋଡିଙ୍କ ପ୍ରତ୍ୟାବର୍ତ୍ତନ : ସନ୍ଦୀପ ଔର ପିଙ୍କି ଫରାର୍‌ର ଟ୍ରେଲର ରିଲିଜ୍‌
ଆଜିର ଖବର

ଇସକ୍‌ଜାଦେ ଯୋଡିଙ୍କ ପ୍ରତ୍ୟାବର୍ତ୍ତନ : ସନ୍ଦୀପ ଔର ପିଙ୍କି ଫରାର୍‌ର ଟ୍ରେଲର ରିଲିଜ୍‌

March 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଇସକ୍‌ଜାଦେ ଯୋଡି ଅର୍ଜୁନ୍‌ କପୁର୍‌ ଏବଂ ପରିଣୀତି ଚୋପ୍ରା ପୁଣିଥରେ ସ୍କ୍ରିନ୍‌ ସେୟାର କରିବାକୁ ଯାଉଛନ୍ତି । ଦିବାକର ବାନାର୍ଜୀଙ୍କ ନିର୍ଦ୍ଦେଶିତ ଫିଲ୍ମ ସନ୍ଦୀପ ଔର ପିଙ୍କି ଫରାର୍‌ରେ ଉଭୟ ନଜର ଆସିବାକୁ ଯାଉଛନ୍ତି । ବୁଧବାର ଏହି ଫିଲ୍ମଳର ଟ୍ରେଲର ରିଲିଜ୍‌ ହୋଇଥିବା ବେଳେ ଉଭୟଙ୍କ ପ୍ରଦର୍ଶନକୁ ସମସ୍ତେ ପସନ୍ଦ କରିଛନ୍ତି । ଫିଲ୍ମରେ ଅର୍ଜୁନଙ୍କ ଚରିତ୍ରର ନାମ ପିଙ୍କି ଦାହିୟା ରହିଛି ଯିଏକି ଦିଲ୍ଲୀ ପୋଲିସ୍‌ରେ କାର୍ଯ୍ୟ କରନ୍ତି ।

ଅନ୍ୟପକ୍ଷରେ ପରିଣୀତିଙ୍କ ଚରିତ୍ରର ନାମ ସନ୍ଦୀପ କୌର ରହିଛି । ଜୟଦୀପ ଅଲାହାଟ୍‌, ନୀନା ଗୁପ୍ତା ଏବଂ ରଘୁବୀର ଯାଦବ ଫିଲ୍ମର ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ଚରିତ୍ରରେ ନଜର ଆସୁଛନ୍ତି । (ଏଜେନ୍ସି)

parineetichopra
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026
Latest News

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.