Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ୍ମଦିନ ଅବସରରେ ପ୍ରଶଂସକଙ୍କୁ ଖାସ୍‌ ଉପହାର ଦେଲେ ଅଲ୍ଲୁ ଅର୍ଜୁନ୍‌
ଆଜିର ଖବର

ଜନ୍ମଦିନ ଅବସରରେ ପ୍ରଶଂସକଙ୍କୁ ଖାସ୍‌ ଉପହାର ଦେଲେ ଅଲ୍ଲୁ ଅର୍ଜୁନ୍‌

April 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦକ୍ଷିଣ ଭାରତୀୟ ଫିଲ୍ମର ସୁପରଷ୍ଟାର୍‌ ଅଲ୍ଲୁ ଅର୍ଜୁନ୍‌ ନିଜ 37ତମ ଜନ୍ମଦିବସ ଅବସରରେ ପ୍ରଶଂସକଙ୍କୁ ଏକ ଖାସ୍‌ ଉପହାର ଦେଇଛନ୍ତି । ଅଲ୍ଲୁ ଅର୍ଜୁନ୍‌ ନିଜର ଅପକମିଙ୍ଗ୍‌ ଫିଲ୍ମ ‘ପୁଷ୍ପା’ର ଘୋଷଣା କରିଛନ୍ତି । ଏହି ଫିଲ୍ମଟି ହିନ୍ଦୀ ଭାଷାରେ ମଧ୍ୟ ରିଲିଜ୍‌ କରାଯିବ । ତେବେ ଫିଲ୍ମକୁ ନେଇ ବିଶେଷ କିଛି ସୂଚନା ମିଳିପାରିନାହିଁ । ତେବେ ଏହି ଫିଲ୍ମରେ ଅଲ୍ଲୁ ଅର୍ଜୁନଙ୍କ ବିପକ୍ଷରେ ରଶ୍ମିକା ମନ୍ଦନାଙ୍କୁ ଦେଖିବାକୁ ମିଳିବ । ଏହି ଫିଲ୍ମର ନିର୍ଦ୍ଦେଶନା ସୁକୁମାର ଦେଉଛନ୍ତି । ପୂର୍ବରୁ ଅଲ୍ଲୁଙ୍କ ସହିତ ସୁକୁମାର ଆର୍ଯ୍ୟ ଓ ଆର୍ଯ୍ୟ2 ପରି ସୁପରହିଟ୍‌ ଫିଲ୍ମ ନିର୍ମାଣ କରିସାରିଛନ୍ତି ।

ତେବେ ଏହି ଅବସରରେ ଫିଲ୍ମର ଫାଷ୍ଟ ଲୁକ୍‌ ମଧ୍ୟ ନଜର ଆସିଛି । ଏଥିରେ ଅଲ୍ଲୁଙ୍କ ରାଗ ନଜର ଆସିଛି । ପୋଷ୍ଟରରେ ତାଙ୍କ ଶରୀରରେ କ୍ଷତ ଥିବାବେଳେ ରାଗୀ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ଅଲ୍ଲୁ । ଅଲ୍ଲୁଙ୍କ ଏହି ଲୁକ୍‌ଟି ତାଙ୍କ ପ୍ରଶଂସକଙ୍କୁ ବହୁତ ପସନ୍ଦ ଆସିଛି ।

ନିକଟରେ ଅଲ୍ଲୁ ଅର୍ଜୁନ୍‌ ଭାରତୀୟ ଫିଲ୍ମ ଜଗତରେ 17 ବର୍ଷ ପୂରଣ କରିଛନ୍ତି । ଏହି ଅବସରରେ ସେ ତାଙ୍କ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଥିଲେ ।(ଏଜେନ୍ସି)

alluarjun
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026
Latest News

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.