Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ଲାମର ଗାର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ବାର୍ଥ ଡେ’ରେ ଶୁଭେଚ୍ଛାର ସୁଅ
ଆଜିର ଖବର

ଗ୍ଲାମର ଗାର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ବାର୍ଥ ଡେ’ରେ ଶୁଭେଚ୍ଛାର ସୁଅ

July 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, ଆଜିର ବାର୍ଥ ଡେ ଗାର୍ଲ ପ୍ରିୟଙ୍କା ଚୋପ୍ରା। ବଲିଉଡର ଗ୍ଲାମର ଗାର୍ଲ ପ୍ରିୟଙ୍କା ଆଜି 38ରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବଲିଉଡରୁ ସୋସିଆଲ ମିଡିଆ ସବୁଠି ତାଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ। ତାଙ୍କ ସହିତ ଫିଲମ “ଏତରାଜ”ରେ କାମ କରିଥିବା କରିନା କପୁର “କଫି ଉଇଥ୍ କରନ”ଙ୍କ ସେଟ୍ ରୁ ଏକ ଫଟୋ ପୋଷ୍ଟ କରି ତାଙ୍କ ସହଅଭିନେତ୍ରୀଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ସେ ଫଟୋ କ୍ୟାପସନରେ ଲେଖିଛନ୍ତି, ସାରା ବିଶ୍ବରୁ ମିଳୁଛି ଶୁଭେଚ୍ଛା, ଆପଣଙ୍କ ପ୍ରେରଣା ସବୁଦିନ ରହିଥାଉ।

5 times Priyanka Chopra picked a stunning sari to make a statement | VOGUE  India

ଅନୁଷ୍କା ଶର୍ମା ହ୍ୟାପି ବାର୍ଥ ଡେ ଜଣାଇବା ସହ ତାଙ୍କୁ ଜଣେ ଦୃଢମନା, ଲଢୁଆ ଏବଂ ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟୀ ଭାବେ ବର୍ଣ୍ଣନା କରିଛନ୍ତି। ଏଥିସହିତ “ଦିଲ୍ ଧଡକନ ଦୋ”ର ଏକ ଫଟୋ ପୋଷ୍ଟ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସୋନମ କପୁର, ରାକୁଲ ପ୍ରୀତ ସିଂହ, ମନିଷ ପଲ୍ ପ୍ରମୁଖ ପ୍ରିୟଙ୍କାଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି।

Priyanka Chopra thanks in-laws for taking her as daughter

ପ୍ରିୟଙ୍କା ଏବେ ତାଙ୍କ ସ୍ବାମୀ ନିକ୍ ଜୋନାସଙ୍କ ସହ ଆମେରିକାର ଲସ୍ ଆଞ୍ଜେଲସରେ ରହୁଛନ୍ତି।

ପ୍ରିୟଙ୍କା ଚୋପ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

March 27, 2026

ଆଜି ମାର୍ଚ୍ଚ ୨୭ ତାରିଖ ଶୁକ୍ରବାରର ସକାଳୁ ଏହି ରାଶିଗୁଡିକର ଖୋଲିଲା ଭାଗ୍ୟ

March 27, 2026

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026
Latest News

ଭାରତୀୟ ଭାଷା ସଂସ୍ଥାନ ପରିଦର୍ଶନ ସହ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

March 27, 2026

ପଶ୍ଚିମ ଏସିଆ ଘଟଣାବଳୀକୁ ଦୃଷ୍ଟିରେ ରଖି ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କିତ ଅପଡେଟ୍

March 27, 2026

‘ଓଡ଼ିଶା ପୌର ନିୟମାବଳୀ, ୧୯୫୩’ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲେ ରାଜ୍ୟ ସରକାର

March 27, 2026

ଆଜି ମାର୍ଚ୍ଚ ୨୭ ତାରିଖ ଶୁକ୍ରବାରର ସକାଳୁ ଏହି ରାଶିଗୁଡିକର ଖୋଲିଲା ଭାଗ୍ୟ

March 27, 2026

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.