Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଶାନ୍ତ ସିଂହ ରାଜପୁତ୍‌ଙ୍କ ହତ୍ୟା ମାମଲା :  ସିବିଆଇ ତଦନ୍ତ ପାଇଁ ସୁପାରିଶ୍‌ କଲେ ବିହାର ସରକାର
ଆଜିର ଖବର

ସୁଶାନ୍ତ ସିଂହ ରାଜପୁତ୍‌ଙ୍କ ହତ୍ୟା ମାମଲା :  ସିବିଆଇ ତଦନ୍ତ ପାଇଁ ସୁପାରିଶ୍‌ କଲେ ବିହାର ସରକାର

August 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି ବିହାର ସରକାର । ମୁଖ୍ୟମନ୍ତ୍ରୀ ନିତୀଶ୍‌ କୁମାର ଏନେଇ କେନ୍ଦ୍ର ସରକାରଙ୍କୁ ସୁପାରିଶ୍‌ କରିଛନ୍ତି । ସୁଶାନ୍ତଙ୍କ ପରିବାର ତରଫରୁ ସିବିଆଇ ଯାଞ୍ଚ ପାଇଁ ଦାବି କରାଯାଉଥିଲା । ସୁଶାନ୍ତଙ୍କ ପିତା କେ.କେ. ସିଂହ ବିହାର ମୁଖ୍ୟମନ୍ତ୍ରୀ ନିତୀଶ୍‌ କୁମାରଙ୍କୁ ଅନୁରୋଧ କରିବା ପରେ ସିବିଆଇ ତଦନ୍ତ ପାଇଁ ସୁପାରିଶ୍‌ କରାଯାଇଛି । ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ବିହାର ପୋଲିସ୍‌ ଓ ମୁମ୍ବାଇ ପୋଲିସ୍‌ରେ ଲଗାତାର ମତଭେଦ ଦେଖାଯାଉଛି ।

ସୁଶାନ୍ତଙ୍କ ପିତା ରିଆ ଚକ୍ରବର୍ତ୍ତୀଙ୍କ ସମେତ ଅନ୍ୟ 6ଜଣଙ୍କ ନାମରେ ବିହାର ପୁଲିସ୍‌ ନିକଟରେ ଅଭିଯୋଗ କରିଥିଲେ । ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ ବିହାର ପୋଲିସ୍‌ ମୁମ୍ବାଇ ଯାଇଥିବାବେଳେ ସେଠାରେ ତାଙ୍କୁ ସହଯୋଗ ନ ମିଳୁଥିବାବେଳେ ବିହାରର ଆଇପିଏସ୍‌ ଅଧିକାରୀଙ୍କୁ କ୍ବାରେଣ୍ଟାଇନ୍‌ କରାଯାଇଛି । ସୂଚନାଯୋଗ୍ୟ, ଜୁନ୍‌ 14 ତାରିଖରେ ସୁଶାନ୍ତ ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ଆତ୍ମହତ୍ୟା କରିଥିଲେ । କିନ୍ତୁ ସୁଶାନ୍ତଙ୍କ ପରିବାର ଓ ତାଙ୍କ ପ୍ରଶଂସକମାନେ ଏହାକୁ ହତ୍ୟା ବୋଲି କହି ଏହାର ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି । (ଏଜେନ୍ସି)

cbi sushantsinghrajput
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.