Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏସ୍ ଅଫିସରଙ୍କୁ ଜବରଦସ୍ତି କ୍ୱାରେଣ୍ଟାଇନ୍ ଅଶୋଭନୀୟ : ସୁପ୍ରିମକୋର୍ଟ
ଆଜିର ଖବର

ଆଇପିଏସ୍ ଅଫିସରଙ୍କୁ ଜବରଦସ୍ତି କ୍ୱାରେଣ୍ଟାଇନ୍ ଅଶୋଭନୀୟ : ସୁପ୍ରିମକୋର୍ଟ

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିହାରର ଆଇପିଏସ୍ ଅଫିସରଙ୍କୁ ଜବରଦସ୍ତି କ୍ୱାରେଣ୍ଟିନ୍‌ ରଖିବାକୁ ନେଇ   ମୁମ୍ବାଇ ମହାନଗର ନିଗମ (ବିଏମ୍‌ସି)କୁ ସର୍ବୋଚ୍ଚ କୋର୍ଟ ସମାଲୋଚନା କରିଛନ୍ତି । ଏପରି ପଦକ୍ଷେପ ସମାଜକୁ ଏକ ଭୁଲ୍ ବାର୍ତ୍ତା ପ୍ରଦାନ କରିବ ବୋଲି ସର୍ବୋଚ୍ଚ କୋର୍ଟ କହିଛନ୍ତି । ଏହା ସହିତ ମୁମ୍ବାଇ ପୋଲିସ୍ ନିକଟରୁ ମାମଲାରେ ତଦନ୍ତର ଅଗ୍ରଗତି ସମ୍ପର୍କରେ ରିପୋର୍ଟ ତଲବ କରିଛନ୍ତି । ସେହିପରି ପାଟନାରେ ଦାଖଲ କରାଯାଇଥିବା ମାମଲାକୁ ପୁନେକୁ ସ୍ଥାନାନ୍ତର କରିବା ପାଇଁ କରାଯାଇଥିବା ରିୟା ଚକ୍ରବର୍ତ୍ତୀଙ୍କ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ମଧ୍ୟ ଶୁଣାଣି ହୋଇଥିଲା । ଏହି ଘଟଣାରେ ବିହାର ପୋଲିସ୍, ମୁମ୍ବାଇ ପୋଲିସ୍, ଉଭୟ ରାଜ୍ୟର ସରକାର, କେନ୍ଦ୍ର ସରକାର ଏବଂ କେକେ ସିଂଙ୍କୁ ତିନି ଦିନ ମଧ୍ୟରେ ଉତ୍ତର ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଉଭୟ ରାଜ୍ୟର ପୋଲିସ୍ ମଧ୍ୟରେ ବିବାଦ ପରେ ମାମଲାର ସିବିଆଇ ତଦନ୍ତ ଅନୁରୋଧକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି ।

supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୭ ରେ ପଶ୍ଚିମ କ୍ଷେତ୍ରୀୟ ପରିଷଦର ୨୮ତମ ବୈଠକରେ ଅଧ୍ୟକ୍ଷତା କରିବେ ଗୃହମନ୍ତ୍ରୀ

September 6, 2026

କଟକରେ ବିଜେପିର ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

September 6, 2026

ଭୁବନେଶ୍ୱରରେ ଜାତୀୟ ଚଳଚ୍ଚିତ୍ର ମହୋତ୍ସବ: ପୁରସ୍କୃତ ହେଲେ ଶ୍ରେଷ୍ଠ ସିନେମା ଓ କଳାକାର

September 6, 2026

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

September 6, 2026
Latest News

ସେପ୍ଟେମ୍ବର ୭ ରେ ପଶ୍ଚିମ କ୍ଷେତ୍ରୀୟ ପରିଷଦର ୨୮ତମ ବୈଠକରେ ଅଧ୍ୟକ୍ଷତା କରିବେ ଗୃହମନ୍ତ୍ରୀ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ଐତିହାସିକ ବାଲିଯାତ୍ରା-୨୦୨୬ ପ୍ରସ୍ତୁତି: ‘ପ୍ଲାଷ୍ଟିକ୍ ମୁକ୍ତ ଗ୍ରୀନ୍ ବାଲିଯାତ୍ରା’ ଆୟୋଜନ ଉପରେ ଗୁରୁତ୍ୱ

September 6, 2026

ଫ୍ଲାଟ୍ ଦେବା ନାଁରେ ୧୫ କୋଟି ଟଙ୍କାର ଠକେଇ: ରିଏଲ ଏଷ୍ଟେଟ୍ କମ୍ପାନୀର ପୂର୍ବତନ ନିର୍ଦ୍ଦେଶକ ଗିରଫ

September 6, 2026

କଟକରେ ବିଜେପିର ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.