Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶାତ୍ମବୋଧ ଉପରେ ଆୟୋଜିତ ଲଘୁ ଫିଲ୍ମ ପ୍ରତିଯୋଗିତା ବିଜେତାଙ୍କ ନାମ ଘୋଷଣା, ଜାଣନ୍ତୁ କିଏ
ଜାତୀୟ ଖବର

ଦେଶାତ୍ମବୋଧ ଉପରେ ଆୟୋଜିତ ଲଘୁ ଫିଲ୍ମ ପ୍ରତିଯୋଗିତା ବିଜେତାଙ୍କ ନାମ ଘୋଷଣା, ଜାଣନ୍ତୁ କିଏ

August 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
winners of #NFDC #ShortFilm #Contest on the theme of '#Patriotism -Marching towards #Atmanirbharta'

ଭୁବନେଶ୍ବର, ସ୍ୱାଧୀନତା ଦିବସ ୨୦୨୦ର ଏକ ଅଂଶ ଭାବେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଓ ରାଷ୍ଟ୍ରୀୟ ଫିଲ୍ମ ବିକାଶ ନିଗମ (ଏନଏଫଡିସି) ମିଳିତ ଭାବେ ଯୁବଗୋଷ୍ଠିଙ୍କ ମଧ୍ୟରେ ଦେଶାତ୍ମବୋଧ ଭାବନା ଜାଗ୍ରତ କରିବା ପାଇଁ ଏକ ଲଘୁ ଫିଲ୍ମ ପ୍ରତିଯୋଗିତାର ଆୟୋଜନ କରିଥିଲେ ।

ସ୍ୱାଧୀନତା ଦିବସ ପାଳନର ଅବ୍ୟବହିତ ପୂର୍ବରୁ ଅନଲାଇନରେ ୧୪ ଜୁଲାଇ, ୨୦୨୦ରୁ ୭ ଅଗଷ୍ଟ ପର‌୍ୟ୍ୟନ୍ତ MyGov ପୋର୍ଟାଲରେ ଏହି ଲଘୁ ଫିଲ୍ମର ଏକ ଲାଇଭ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । www.MyGov.in ୱେବସାଇଟରେ ଏହି ପ୍ରତିଯୋଗିତାର ବିସ୍ତୃତ ବିବରଣୀ ସହ ପଞ୍ଜିକରଣ କରାଯାଇଥିଲା । ଏହାର ବିଷୟବସ୍ତୁ “ରାଷ୍ଟ୍ରର ପ୍ରଗତିରେ ଦେଶାତ୍ମବୋଧ ଓ ଆତ୍ମନିର୍ଭରତାର ନୂତନ ମନ୍ତ୍ର” ରଖାଯାଇଥିଲା । ଏହି ପ୍ରତିଯୋଗିତାର ବିଜେତାମାନଙ୍କ ନାମ ମନ୍ତ୍ରଣାଳୟ ଦ୍ୱାରା ଆଜି ଘୋଷଣା କରାଯାଇଛି ।

କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଏକ ଟୁଇଟ କରି ପ୍ରତିଯୋଗିତାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ସମସ୍ତ ପ୍ରତିଯୋଗୀଙ୍କୁ ଲଘୁ ଫିଲ୍ମ ପ୍ରତିଯୋଗିତାକୁ ସଫଳ କରିଥିବାରୁ ଧନ୍ୟବାଦ ଜଣାଇଥିଲେ ।

ଏହି ପ୍ରତିଯୋଗିତାରେ ଲଘୁ ଫିଲ୍ମ ବିଷୟ ‘ଆମ ଆଇ?’ ପାଇଁ ଅଭିଜିତ ପଲଙ୍କୁ ପ୍ରଥମ ପୁରସ୍କାର ଓ ‘ଅବ ଇଣ୍ଡିଆ ବନେଗା ଭାରତ’କୁ ଦ୍ଵିତୀୟ ପୁରସ୍କାର ପ୍ରଦାନ କରାଯାଇଛି । ସେହିଭଳି ସ୍ୱତନ୍ତ୍ର ଉଲ୍ଲେଖ ବର୍ଗରେ ‘ସମ୍ମାନ’ ପାଇଁ ଶିଭ ସି ବିରାଦର, ବୀଜ ଆତ୍ମନିର୍ଭରତେଚେ ପାଇଁ ସମୀରା ପ୍ରଭୁ, ‘ମେଡ ଇନ ଇଣ୍ଡିଆ’ ପାଇଁ ପୁରୁ ପ୍ରିୟମ, ‘ମାଇଣ୍ଡ ୟୋର ବିଜନେସ’ ପାଇଁ ଶିବରାଜ, ‘ହମ କର ସକତେ ହେଁ’ ପାଇଁ ମଧ୍ୟପ୍ରଦେଶ ମଧ୍ୟମ, ‘କନ୍ନଡ କାଇଗଲୁ’ ପାଇଁ ପ୍ରମୋଦ ଆର, ‘ସୋଲଜର’ ପାଇଁ ରାମ କିଶୋର ଏବଂ ‘ଆତ୍ମ ବନ୍ଦନ ଫର ନେସନ’ ପାଇଁ ରାଜେଶ ବି ଙ୍କୁ ଚୟନ କରାଯାଇଛି ।

MIB PIB PIBOdisha
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026
Latest News

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.