Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିବି ହେପାଜତରେ ସୌଭିକ୍ ଚକ୍ରବର୍ତ୍ତୀ ଓ ସାମୁଏଲ୍‌ ମିରାଣ୍ଡା
ଆଜିର ଖବର

ଏନସିବି ହେପାଜତରେ ସୌଭିକ୍ ଚକ୍ରବର୍ତ୍ତୀ ଓ ସାମୁଏଲ୍‌ ମିରାଣ୍ଡା

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ୱାଇ : ସୁଶାନ୍ତ ସିଂ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପରେ ଏବେ ଏହି ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ତଦନ୍ତ କରୁଛି ଏନସିବି । ରିଆ, ସୌଭିକ ଓ ସାମୁଏଲ ମିରାଣ୍ଡାଙ୍କ ଘରେ ଆଜି ସକାଳେ ତଦନ୍ତ କରିଥିଲା ଏନସିବି । ଚଢଉ କରିବା ପରେ ସୌଭିକ ଓ ସାମୁଏଲ ମିରାଣ୍ଡାଙ୍କୁ ଉଠାଇ ନେଇଛି ଏନସିବି । ରିଆଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଓ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କୁ ଅଟକ ରଖିଛି । ସେମାନଙ୍କୁ ଏନସିବିର ମୁମ୍ବାଇ କାର୍ଯ୍ୟାଳୟରେ ପଚରାଉଚୁରା କରାଯାଉଛି । ଏହା ପୂର୍ବରୁ ଏନସିବି ପକ୍ଷରୁ ସୁଶାନ୍ତଙ୍କ ପ୍ରେମିକା ରିଆ ଚକ୍ରବର୍ତ୍ତୀ ଓ ମିରାଣ୍ଡାଙ୍କ ଘରେ ଚଢଉ କରାଯାଇଥିଲା ।ଏହି ସମୟରେ ଏକ ପୁରୁଣା ଡାଏରୀ ଜବତ କରିଛି ଏନ୍‌ସିବି । (ଏଜେନ୍ସି)

ncb rehachakrabarti sushantsinghrajput
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.