Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମ୍‌କୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ
ଆଜିର ଖବର

ସୁପ୍ରିମ୍‌କୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଘରୋଇ ମାମଲାରେ ପୁଣି ଏକ ନୂଆ ମୋଡ ଆସିଛି । ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ। ପଟିଆଲା ହାଉସ୍‌ କୋର୍ଟରେ ଦାଏର ମାମଲା ସ୍ଥାନାନ୍ତର ପାଇଁ ଆବେଦନ କରିଛନ୍ତି । ମାମଲା କଟକ ସ୍ଥାନାନ୍ତର ପାଇଁ ଆବେଦନ କରିଛନ୍ତି ବର୍ଷା । ପଟିଆଲା ହାଉସ୍‌ କୋର୍ଟରେ ଛାଡପତ୍ର ମାମଲା କରିଛନ୍ତି ସ୍ବାମୀ ଅନୁଭବ ।

ସୂଚନାଥାଉ କି, ଅନୁଭବଙ୍କ ବିରୋଧରେ ପାରିବାରିକ ହିଂସା ମାମଲା ନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା। ଏ ନେଇ ବର୍ଷା କଟକ SDJM କୋର୍ଟରେ ମାମଲା ଦାୟର କରିଛନ୍ତି। ପାରିବାରିକ ହିଂସା ନିରୋଧ ଆଇନ ଧାରା-12 ଅନୁଯାୟୀ ମାମଲା ଦାୟର ହୋଇଛି।

ଅପରପକ୍ଷରେ ଉଭୟ ପୁଣି ଏକାଠି ହୋଇ ଦାମ୍ପତ୍ୟ ଜୀବନ ଆରମ୍ଭ କରିବାକୁ ସେମାନଙ୍କ ପ୍ରଶଂସକମାନେ ନିବେଦନ କରିଛନ୍ତି । ବର୍ଷା ମଧ୍ୟ ଅନୁଭବଙ୍କ ସହ ଏକାଠି ରହିବାକୁ ଚାହୁଁଛନ୍ତି । କେତେକ ଅନୁଷ୍ଠାନ ମଧ୍ୟ ଉଭୟଙ୍କ ମଧ୍ୟରେ ମିଳାମିଶା କରିବାକୁ ଉଦ୍ୟମ ବି କରି ଆସିଛନ୍ତି । କିନ୍ତୁ ଅନୁଭବ ଛାଡ଼ପତ୍ର ଦେବା ଜିଦରେ ଅଟଳ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ଟିଏମସିର ନିର୍ବାଚନୀ ଚିହ୍ନ ଫ୍ରିଜ୍

September 17, 2026
Latest News

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସେପ୍ଟେମ୍ବର ୧୮ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.