Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁରାଗଙ୍କ ନାମରେ ଅସଦାଚରଣ ଅଭିଯୋଗ ଆଣିଲେ ପାୟଲ୍‌ : ଜବାବ ରଖିଲେ ଅନୁରାଗ
ଆଜିର ଖବର

ଅନୁରାଗଙ୍କ ନାମରେ ଅସଦାଚରଣ ଅଭିଯୋଗ ଆଣିଲେ ପାୟଲ୍‌ : ଜବାବ ରଖିଲେ ଅନୁରାଗ

September 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ନାମରେ ଅସଦାଚରଣ ଅଭିଯୋଗ ଆସିଛି । ଅଭିନେତ୍ରୀ ପାୟଲ ଘୋଷ ଏଭଳି ଅଭିଯୋଗ ଆଣିଛନ୍ତି । ଟ୍ୱିଟ କରି ପାୟଲ ଏହି ଅଭିଯୋଗ କରିଛନ୍ତି । ସୋସିଆଲ ମିଡିଆରେ ପୋଷ୍ଟ କରି ସେ ପ୍ରଧାନମନ୍ତ୍ରୀଙ୍କୁ ନ୍ୟାୟ ଭିକ୍ଷା କରିଛନ୍ତି।

ଅପରପକ୍ଷରେ ଅଭିନେତ୍ରୀ ପାୟଲ ଘୋଷଙ୍କ ଅଭିଯୋଗ ନେଇ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ରେଖା ଶର୍ମା ପ୍ରତିକ୍ରିୟା ରଖିଛନ୍ତି ।  ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଅସଦାଚରଣ କରିଥିବା ପାୟଲ ଅଭିଯୋଗ କରିଛନ୍ତି । ତେବେ ସେ ତାଙ୍କ ପାଖକୁ ଏନେଇ ଗୋଟିଏ ଅଭିଯୋଗ ପଠାଇବା ପାଇଁ କହିଛି । ଏହାକୁ ନେଇ ପୁଲିସରେ ମଧ୍ୟ ଅଭିଯୋଗ କରିବାକୁ ପଡ଼ିବ ବୋଲି ଜାତୀୟ ମହିଳା କମିଶନ ଅଧ୍ୟକ୍ଷା କହିଛନ୍ତି ।

ତେବେ ଏହି ଅଭିଯୋଗକୁ ଭିତ୍ତିହୀନ ବୋଲି କହିଛନ୍ତି ଅନୁରାଗ କାଶ୍ୟପ । ଏନେଇ ଶନିବାର ବିଳମ୍ବିତ ରାତିରେ ଅନୁରାଗ କଶ୍ୟପ ମଧ୍ୟ ନିଜ ପକ୍ଷ ରଖିଛନ୍ତି। ଅନୁରାଗ ବିଳମ୍ବିତ ରାତିରେ ଏହି ମାମଲାରେ ଏକାଧିକ ଟ୍ଵିଟ୍‌ କରିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026
Latest News

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.