Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ନାହାନ୍ତି ବଲିଉଡ୍‌ ଅଭିନେତା ବିଶାଲ୍‌ ଆନନ୍ଦ
ଆଜିର ଖବର

ଆଉ ନାହାନ୍ତି ବଲିଉଡ୍‌ ଅଭିନେତା ବିଶାଲ୍‌ ଆନନ୍ଦ

October 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ୍‌ର ବରିଷ୍ଠ ଅଭିନେତା ବିଶାଲ ଆନନ୍ଦଙ୍କର ପରଲୋକ ହୋଇଛି।  ଚଲ୍‌ତେ ଚଲ୍‌ତେ, ସାରେଗମା, ଦିଳ୍‌ସେ ମିଲ୍‌ ଦିଲ୍‌, ଟ୍ୟାକ୍ସି ଡ୍ରାଇଭର, କିସମତ୍‌ ପରି ଫିଲ୍ମରେ ନିଜ ଅଭିନୟର ଯାଦୁ ଦେଖାଇଛନ୍ତି । ତେବେ ଦୀର୍ଘ ଦିନଧରି ଅସୁସ୍ଥ ରହିଥିବାବେଳେ ରବିବାର ଦିନ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି।

ବିଶାଲ ଆନନ୍ଦଙ୍କ ଅସଲ ନାମ ଭୀଷ୍ମ କୋହଲୀ ଥିବାବେଳେ ସେ ତାଙ୍କ କ୍ୟାରିଅରରେ 11ଟି ଫିଲ୍ମରେ କାମ କରିଛନ୍ତି । କିଛି ଫିଲ୍ମରେସେ ନିର୍ମାତା – ନିର୍ଦ୍ଦେଶକ ମଧ୍ୟ ରହିଛନ୍ତି ।

Bollywood Movie Fashion: Vishal Anand in Chalte Chalte (1976)

ଭେଟେରାନ୍ ବଲିଉଡ୍ ଅଭିନେତା ବିଶାଲ ଆନନ୍ଦଙ୍କର ପରଲୋକ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ରବିବାର ଦିନ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ଦେହାନ୍ତରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। 1976ରେ ରିଲିଜ୍ ହୋଇଥିବା ‘ଚଲତେ ଚଲତେ’ ଫିଲ୍ମକୁ ମଧ୍ୟ ବିଶାଲ୍‌ ପ୍ରଯୋଜନା କରିଥିଲେ। ଏହି ଫିଲ୍ମରେ ତାଙ୍କ ବିପକ୍ଷରେ ଅଭିନେତ୍ରୀ ଭାବେ ସିମ୍ମି ଗରେୱାଲ୍ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ

March 28, 2026

ଦୁଇ ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ ପ୍ରଚଳନ

March 28, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026

ରେଳବାଇରେ ଆପତ୍ତିଜନ ବିଜ୍ଞାପନ ପ୍ରଦର୍ଶନ ନିଷିଦ୍ଧ: ଅଶ୍ୱିନୀ ବୈଷ୍ଣବ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.