Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା : କୋର୍ଟରେ ହାଜର ହୋଇ ସମୟ ନେଲେ ଅନୁଭବ
ଆଜିର ଖବର

ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା : କୋର୍ଟରେ ହାଜର ହୋଇ ସମୟ ନେଲେ ଅନୁଭବ

November 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ପାରିବାରିକ ହିଂସା ନେଇ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲାରେ କୋର୍ଟରେ ହାଜର ହେଲେ ସ୍ୱାମୀ ଅନୁଭବ ମହାନ୍ତି। କୋର୍ଟରେ ଓକିଲଙ୍କ ଜରିଆରେ ଆଜି ହାଜର ହୋଇଛନ୍ତି ଅନୁଭବ ମହାନ୍ତି । ତେବେ ଆସନ୍ତା ଡିସେମ୍ବର 18 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଜବାବ ଦାଖଲ ପାଇଁ ସମୟ ମାଗିଛନ୍ତି, ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ।

ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ ଆଣି କୋର୍ଟ ଯାଇଥିଲେ ବର୍ଷା । ମଦ୍ୟପାନ କରିବା, ବିରୋଧ କଲେ ବାଡ଼େଇବା ଏମିତିକି ଗୋଇଠା ମାରନ୍ତି ବୋଲି ବର୍ଷା ଅଭିଯୋଗ ଆଣିଛନ୍ତି। ସେପଟେ ଅନୁଭବ ମଧ୍ୟ ଛାଡ଼ପତ୍ର ନେଇ କୋର୍ଟ ଯାଇଛନ୍ତି ।

ବର୍ଷା-ଅନୁଭବ
Share. Facebook Twitter LinkedIn Email WhatsApp Copy Link

Related Posts

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Latest News

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.