Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦମଦାର୍‌ ଇଣ୍ଟେନ୍ସ ଲୁକ୍‌ରେ ବାହୁବଲୀ ପ୍ରଭାସ୍‌, ଜାଣନ୍ତୁ ପ୍ରଭାସଙ୍କ ଅପ୍‌କମିଙ୍ଗ୍‌ ଫିଲ୍ମ ସମ୍ପର୍କରେ
ଆଜିର ଖବର

ଦମଦାର୍‌ ଇଣ୍ଟେନ୍ସ ଲୁକ୍‌ରେ ବାହୁବଲୀ ପ୍ରଭାସ୍‌, ଜାଣନ୍ତୁ ପ୍ରଭାସଙ୍କ ଅପ୍‌କମିଙ୍ଗ୍‌ ଫିଲ୍ମ ସମ୍ପର୍କରେ

December 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବାହୁବଲୀ ଷ୍ଟାର ପ୍ରଭାସ ନିଜର ଅପକମିଙ୍ଗ ଫିଲ୍ମ ସମ୍ପର୍କରେ ଘୋଷଣା କରିଛନ୍ତି । କେଜିଏଫ ନିର୍ଦ୍ଦେଶକ ପ୍ରଶାନ୍ତ ନୀଲଙ୍କ ସହିତ  ନିଜର ଅପକମିଙ୍ଗ ଫିଲ୍ମ ସମ୍ପର୍କରେ ଘୋଷଣା କରିବା ସହିତ ପୋଷ୍ଟର ମଧ୍ୟ ସେୟାର କରିଛନ୍ତି ।  ଫିଲ୍ମର ନାମ ସଲାର ରହିଛି । ଫିଲ୍ମଟି ସମ୍ପୂର୍ଣ୍ଣ ଭାବରେ ଆକ୍ସନ ଧମାକାରେ ଭର୍ତ୍ତି ହୋଇଥିବା ନେଇ ସମସ୍ତ ଫ୍ୟାନ ଅନୁମାନ ଲଗାଇଛନ୍ତି ।

#Prabhas in #SALAAR
THE MOST VIOLENT MEN.. CALLED ONE MAN.. THE MOST VIOLENT!!
Revealing our next Indian Film, an Action Saga.@VKiragandur @prashanth_neel pic.twitter.com/RqaIPwSUiB

— Hombale Films (@hombalefilms) December 2, 2020

ଆସନ୍ତା ଜାନୁୟାରୀ 2021ରୁ ଏହି ଫିଲ୍ମର ସୁଟିଂ ଆରମ୍ଭ ହେବ ବୋଲି ଜଣାପଡିଛି । ସୋସିଆଲ ସାଇଟ୍‌ରେ ସେୟାର ହୋଇଥିବା ସଲାରର୍‌ ପୋଷ୍ଟରରେ ପ୍ରଭାସ ଏକ ବନ୍ଧୁକ ଧରି ବସିଥିବା ବେଳେ ସମ୍ପୂର୍ଣ୍ଣ ଇଣ୍ଟେନ୍ସ ଲୁକରେ ନଜର ଆସିଛନ୍ତି । ଏହା ସହିତ ଫିଲ୍ମଟିକୁ ଭାରତୀୟ ଫିଲ୍ମ ବୋଲି ଲେଖାଯାଇଛି । ତେବେ ଫିଲ୍ମଟି ହିନ୍ଦୀ ଏବଂ ତେଲୁଗୁ ବ୍ୟତୀତ ଅନ୍ୟ କେଉଁ କେଉଁ ଭାଷାରେ ଫିଲ୍ମଟି ରିଲିଜ ହେବ ତାହା ସ୍ପଷ୍ଟ ହୋଇନାହିଁ ।

କେଜିଏଫର ପ୍ରଯୋଜକ ବିଜୟ କିରାଗନ୍ଦୁର ଏହି ଫିଲ୍ମର ପ୍ରଯୋଜନା କରୁଛନ୍ତି । ଏସ ଏସ ରାଜାମୌଲୀଙ୍କ ବାହୁବଲୀରୁ ପ୍ରସିଦ୍ଧି ହାସଲ କରିଥିବା ପ୍ରଭାସ ଏକାଧିକ ପ୍ରୋଜେକ୍ଟରେ ବ୍ୟସ୍ତ ଅଛନ୍ତି । ଦୀପିକା ପାଦୁକୋନଙ୍କ ସହିତ ନାଗ ଅଶ୍ୱିନଙ୍କ ଅପକମିଙ୍ଗ ଫିଲ୍ମରେ ପ୍ରଭାସ ନଜର ଆସିବେ। ଓମ ରାଉତଙ୍କ ନିର୍ଦ୍ଦେଶିତ ଆଦିପୁରୁଷରେ ମଧ୍ୟ ପ୍ରଭାସ ମୁଖ୍ୟ ଭୂମିକାରେ ନଜର ଆସିବେ। ପୂଜା ହେଗଡେଙ୍କ ସହିତ ରାଧେଶ୍ୟାମର ସୁଟିଂ ସାରିଥିବା ବେଳେ ପୋଷ୍ଟ ପ୍ରଡକ୍ସନ କାମ ଜାରି ରହିଛି।

PRABHASH
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ସ୍ୱାଧୀନତା ସଂଗ୍ରାମ ଥିମ୍‌ରେ ସଜ୍ଜିତ ସ୍ୱତନ୍ତ୍ର ମେଟ୍ରୋ ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

August 28, 2026

‘ଗୁଜରାଟ ଗୌରବ ସରୋବର’ର ଉଦ୍‌ଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

August 28, 2026

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026
Latest News

ଭାରତର ସ୍ୱାଧୀନତା ସଂଗ୍ରାମ ଥିମ୍‌ରେ ସଜ୍ଜିତ ସ୍ୱତନ୍ତ୍ର ମେଟ୍ରୋ ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

August 28, 2026

‘ଗୁଜରାଟ ଗୌରବ ସରୋବର’ର ଉଦ୍‌ଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

August 28, 2026

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.