Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»50 ଏସୀୟ ସେଲିବ୍ରିଟି୍‌ ତାଲିକାର ଶୀର୍ଷରେ ସୋନୁ ସୁଦ୍‌
ଆଜିର ଖବର

50 ଏସୀୟ ସେଲିବ୍ରିଟି୍‌ ତାଲିକାର ଶୀର୍ଷରେ ସୋନୁ ସୁଦ୍‌

December 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବିଶ୍ବର 50 ଏସୀୟ ସେଲିବ୍ରିଟିଙ୍କ ତାଲିକାର ଶୀର୍ଷସ୍ଥାନ ଅଳଙ୍କୃତ କରିଛନ୍ତି ଅଭିନେତା ସୋନୁ ସୁଦ୍‌ । କରୋନା ମହାମାରୀ ସମୟରେ ଅସହାୟ ଲୋକଙ୍କୁ ସାହାଯ୍ୟ କରି  ଲୋକପ୍ରିୟ ହୋଇଥିବା ଅଭିନେତା ସୋନୁ ସୁଦଙ୍କୁ ଦକ୍ଷିଣ ଏସୀୟ ସେଲିବ୍ରିଟି ତାଲିକାରେ ଶୀର୍ଷ ସ୍ଥାନରେ ରହିଛନ୍ତି। ବ୍ରିଟେନ୍‌ର ସାପ୍ତାହିକ ଖବରକାଗଜ ‘ଇଷ୍ଟର୍ଣ୍ଣ ଆଇ’ ଦ୍ବାରା ପ୍ରକାଶିତ ‘ବିଶ୍ବର 50 ଏସୀୟ ସେଲିବ୍ରିଟି୍‌ ସୂଚୀରେ 47 ବର୍ଷୀୟ ସୋନୁ ଶୀର୍ଷ ସ୍ଥାନରେ ରହି ଚର୍ଚ୍ଚା ସୃଷ୍ଟି କରିଛନ୍ତି ।  ନିଜ କାର୍ଯ୍ୟ ଦ୍ବାରା ସମାଜରେ ସାକାରତ୍ମକ ପ୍ରଭାବ ପକାଇବା ସହିତ ଅନ୍ୟମାନଙ୍କୁ ପ୍ରେରିତ କରିଥିବା କଳାକାରମାନେ ଏହି ତାଲିକାରେ ସାମିଲ୍‌ ହୋଇଛନ୍ତି।  ଲକଡାଉନ୍ ସମୟରେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେ ଯେଉଁଭଳି ଭାବରେ ଅସହାୟମାନଙ୍କୁ ସାହାଯ୍ୟର ହାତବଢାଇଥିଲେ ସେଥିପାଇଁ ଲୋକମାନେ ତାଙ୍କୁ ରିୟଲ ହିରୋ ମାନୁଛନ୍ତି । ସୋନୁ 2020 ମସିହା ପାଇଁ ଏକ ନମ୍ବର ଏସୀୟ ସେଲିବ୍ରିଟି ଭାବରେ ମନୋନୀତ ହୋଇଛନ୍ତି । ସେ ଅନେକ ବଲିଉଡ ସେଲିବ୍ରେଟଙ୍କୁ ପଛରେ ପକାଇ ଏହି ଟାଇଟଲ ଜିତିଛନ୍ତି । (ଏଜେନ୍ସି)

sonusood
Share. Facebook Twitter LinkedIn Email WhatsApp Copy Link

Related Posts

‘ବନ୍ଦେ ଭାରତ ଚେୟାର କାର୍ ସର୍ଭିସ୍’ ର ସମ୍ପ୍ରସାରଣ ପାଇଁ ରାଜ୍ୟମାନଙ୍କର ସହାୟତା ଲୋଡିଲା କେନ୍ଦ୍ର

March 19, 2026

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026
Latest News

‘ବନ୍ଦେ ଭାରତ ଚେୟାର କାର୍ ସର୍ଭିସ୍’ ର ସମ୍ପ୍ରସାରଣ ପାଇଁ ରାଜ୍ୟମାନଙ୍କର ସହାୟତା ଲୋଡିଲା କେନ୍ଦ୍ର

March 19, 2026

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.