Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏକ ରୋମାଞ୍ଚକର ମ୍ୟାଚରେ ଲକ୍ଷ୍ନୌକୁ ପରାସ୍ତ କଲା ଗୁଜୁରାଟ: ଶେଷ ଓଭରରେ ଖସିଲା ୪ ଟି ୱିକେଟ୍
ଜାତୀୟ ଖବର

ଏକ ରୋମାଞ୍ଚକର ମ୍ୟାଚରେ ଲକ୍ଷ୍ନୌକୁ ପରାସ୍ତ କଲା ଗୁଜୁରାଟ: ଶେଷ ଓଭରରେ ଖସିଲା ୪ ଟି ୱିକେଟ୍

April 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ଏକ ରୋମାଞ୍ଚକର ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ଗୁଜୁରାଟ ଟାଇଟାନ୍ସ ୭ ରନରେ ପରାସ୍ତ କରିଛି। ଅନ୍ତିମ ଓଭରରେ ଲଗାତାର ୪ ଟି ୱିକେଟ୍ ନେଇ ଗୁଜୁରାଟ ମ୍ୟାଚର ଦିଗ ବଦଳାଇଥିଲା। କମ୍ ସ୍କୋର ସତ୍ତ୍ୱେ ବୋଲରଙ୍କ ଶକ୍ତିରେ ଗୁଜରାଟ ମ୍ୟାଚ୍ ଜିତିଥିଲା। ପ୍ରଥମେ ବ୍ୟାଟିଂ କରି ଗୁଜୁରାଟ ମାତ୍ର ୧୩୫ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଲକ୍ଷ୍ନୌ ଖେଳାଳିମାନେ ୨୦ ଓଭରରେ ୭ ୱିକେଟ୍ ହରାଇ ମାତ୍ର ୧୨୮ ରନ୍ ସଂଗ୍ରହ କରିପାରିଥିଲେ।

ଗୁଜୁରାଟ ଟାଇଟାନ୍ସ ରୋମାଞ୍ଚକର ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.