Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମରେ ହେଲା ପରିବର୍ତ୍ତନ
ଜାତୀୟ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମରେ ହେଲା ପରିବର୍ତ୍ତନ

April 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମରେ ହେଲା ପରିବର୍ତ୍ତନ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ସେ ଆସନ୍ତା ମେ ୯ ତାରିଖରେ ଆସିବାର ସମୟ ନିର୍ଦ୍ଧାରିତ ହୋଇଥିଲା। ହେଲେ ସେହି ଦିନ ପରିବର୍ତ୍ତେ ସେ ୪ ତାରିଖରେ ଓଡିଶା ଆସି ମୟୂରଭଞ୍ଜ ଯିବେ।

ତେବେ ୯ ତାରିଖରୁ ଯାହା କାର୍ଯ୍ୟକ୍ରମ ଥିଲା ତାହା ପୂର୍ବ ନିର୍ଦ୍ଧାରିତ ଅନୁସାରେ ୪ ତାରିଖରୁ କରାଯିବ। ରାଷ୍ଟ୍ରପତି ସେଦିନ ଓଡିଶା ଆସି ରାତିରେ ବାରିପଦା ସର୍କିଟ୍ ହାଉସରେ ରହିବେ । ୬ ତାରିଖରେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ହେଉଛି ତାଙ୍କ ଜନ୍ମମାଟିକୁ ପ୍ରଥମ ଗସ୍ତ।

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.