Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଇନ୍ ମନ୍ତ୍ରୀପଦ ଯିବା ପରେ ନିଜ ଟୁଇଟର ପ୍ରୋଫାଇଲକୁ ପରିବର୍ତ୍ତନ କଲେ କିରଣ ରିଜିଜୁ
ଜାତୀୟ ଖବର

ଆଇନ୍ ମନ୍ତ୍ରୀପଦ ଯିବା ପରେ ନିଜ ଟୁଇଟର ପ୍ରୋଫାଇଲକୁ ପରିବର୍ତ୍ତନ କଲେ କିରଣ ରିଜିଜୁ

May 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇନ୍ ମନ୍ତ୍ରୀପଦ ଯିବା ପରେ ନିଜ ଟୁଇଟର ପ୍ରୋଫାଇଲକୁ ପରିବର୍ତ୍ତନ କଲେ କିରଣ ରିଜିଜୁ

ନୂଆଦିଲ୍ଲୀ: ଆଜି ମନ୍ତ୍ରୀ କିରଣ ରିଜିଜୁଙ୍କ ଆଇନ ବିଭାଗ ଯିବା ପରେ ସେ ନିଜର ଟୁଇଟର ପ୍ରୋଫାଇଲକୁ ପରିବର୍ତ୍ତନ କରିଛନ୍ତି। ପୂର୍ବରୁ ସେ ଏହି ପ୍ରୋଫାଇଲରେ ଆଇନ ଓ ବିଚାର ବିଭାଗ ମନ୍ତ୍ରୀ ଭାବେ ଉଲ୍ଲେଖ କରିଥିଲେ। ତେବେ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ବାହାରିବା ପରେ ସେ ଏହାକୁ ପରିବର୍ତ୍ତନ କରି ଆର୍ଥ ସାଇନସ ମନ୍ତ୍ରୀ ବୋଲି ଉଲ୍ଲେଖ କରିଛନ୍ତି।

ଆଜି ହଠାତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଛୋଟ ଧରଣ ଅଦଳ ବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କଠାରୁ ଆଇନ ବିଭାଗ କାଢି ନିଆଯାଇଛି। ବର୍ତ୍ତମାନ ଆଇନ ବିଭାଗକୁ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘବାଲଙ୍କୁ ପ୍ରଦାନ କରାଯାଇଛି। ସେ ନିଜ ବିଭାଗ ସହିତ ଆଇନ ବିଭାଗକୁ ସ୍ବାଧୀନ ଭାବେ ତୁଲାଇବେ ବୋଲି କୁହାଯାଇଛି।

ସେହିପରି କିରଣ ରିଜିଜୁଙ୍କୁ କେବଳ ଆର୍ଥ ସାଇନସ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ଦିଆଯାଇଛି। ଏହି ବିଭାଗର ଦାୟିତ୍ବରେ ଥିଲେ ମନ୍ତ୍ରୀ ଜିତେନ୍ଦ୍ର ସିଂ। ଏ ନେଇ ଆଜି ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ହଠାତ ପ୍ରଧାନମନ୍ତ୍ରୀ ମୋଦୀ ଏପରି କାହିଁକି କଲେ ସେ ନେଇ କିଛି ଜଣାପଡି ନାହିଁ।

କେନ୍ଦ୍ର ମନ୍ତ୍ରୀ ମଣ୍ଡଳ ମନ୍ତ୍ରୀ ମଣ୍ଡଳ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Latest News

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.