Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଟ୍ରେନ ଦୁର୍ଘଟଣା: ଆଜି ସାରା ଓଡିଶାରେ ଶୋକ ପାଳନ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଜାତୀୟ ଖବର

ଟ୍ରେନ ଦୁର୍ଘଟଣା: ଆଜି ସାରା ଓଡିଶାରେ ଶୋକ ପାଳନ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବାଲେଶ୍ବରର ବାହାନଗାରେ ହୋଇଥିବା ହୃଦୟବିଦାରକ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି। ଏହି ସଂଖ୍ୟା ଆହୁରି ବଢିବ ବୋଲି ଜଣାପଡିଛି। ଓଡିଶାରେ ଏପରି ହୃଦୟବିଦାରକ ଦୁର୍ଘଟଣା ନେଇ ଚାରିଆଡେ ଦୁଃଖ ପ୍ରକାଶ ଚାଲିଛି। ସେଥିପାଇଁ ଆଜି ଦିନକ ପାଇଁ ରାଜ୍ୟରେ ଶୋକ ଦିବସ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଫଳରେ ଆଜି ଦିନକ ପାଇଁ ରାଜ୍ୟରେ କୌଣସି ପ୍ରକାରର ଉତ୍ସବ ବା କାର୍ଯ୍ୟକ୍ରମର ଆୟୋଜନ ହୋଇପାରିବ ନାହିଁ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ଘଟଣା ସ୍ଥଳ ତଦାରଖ କରିବା ପରେ ଏହି ଘୋଷଣା କରିଛନ୍ତି।

trainaccident ଟ୍ରେନ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Latest News

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.