Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବଢିଲା ମହଙ୍ଗା ଭତ୍ତା: ସରକାରୀ କର୍ମଚାରୀଙ୍କୁ ନବୀନ ପଟ୍ଟନାୟକଙ୍କ ରଜ ଭେଟି
ଜାତୀୟ ଖବର

ବଢିଲା ମହଙ୍ଗା ଭତ୍ତା: ସରକାରୀ କର୍ମଚାରୀଙ୍କୁ ନବୀନ ପଟ୍ଟନାୟକଙ୍କ ରଜ ଭେଟି

June 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଢିଲା ମହଙ୍ଗା ଭତ୍ତା: ସରକାରୀ କର୍ମଚାରୀଙ୍କୁ ନବୀନ ପଟ୍ଟନାୟକ ଦେଲେ ରଜ ଭେଟି

ଭୁବନେଶ୍ବର: ଆସନ୍ତାକାଲି ହେଉଛି ରଜ। ଏପରି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ଦେଇଛନ୍ତି ରଜ ଭେଟି। ଆଜି ମୁଖ୍ୟମନ୍ତ୍ରୀ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ ଏହି ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ଘଟଲା। ଏହି ବର୍ଦ୍ଧିତ ଭତ୍ତା ପଛିଲା ଭାବେ ଜାନୁୟାରୀ ୨୦୨୩ରୁ ଲାଗୁ ହେବ।

ସରକାରୀ କର୍ମଚାରୀଙ୍କ ସହିତ ସେହିପରି ପେନସନ ଭୋଗୀ ଟିଆଇ ରେ ମଧ୍ୟ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ପେନସନ ଭୋଗୀମାନେ ଜୁନମାସରେ ଏହି ବର୍ଦ୍ଧିତ ଟିଆଇ  ପାଇବେ। ଏହା ଦ୍ବାରା ରାଜ୍ୟର ୭.୫ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ।

ନବୀନ ପଟ୍ଟନାୟକ ମହଙ୍ଗା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.