Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଜାତୀୟ ଖବର

ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

July 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, “ଭାରତ ପୁଣି ଥରେ ଚାମ୍ପିଅନ ହୋଇଛି ! ବ୍ଲୁ ଟାଇଗର୍ସ ସାଫ ଚାମ୍ପିଅନସିପ ୨୦୨୩ରେ ସର୍ବୋଚ୍ଚ ସ୍ଥାନ ହାସଲ କରିଛି। ଆମ ଖେଳାଳିଙ୍କୁ ଶୁଭେଚ୍ଛା। ଦୃଢ ସଂକଳ୍ପ ଓ ଲଢୁଆ ମନୋଭାବ ସମ୍ପନ୍ନ ଖେଳାଳିମାନଙ୍କୁ ନେଇ ସମୃଦ୍ଧ ଭାରତୀୟ ଦଳର ଉଲ୍ଲେଖନୀୟ ଯାତ୍ରା ଭବିଷ୍ୟତର କ୍ରୀଡାବିତମାନଙ୍କୁ ପ୍ରେରଣା ଯୋଗାଇବ।”

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ଭାରତୀୟ ଫୁଟବଲ ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ଦର କମିଲା, ରୂପା ମଧ୍ୟ ଶସ୍ତା: ଜାଣନ୍ତୁ ଆଜିର ମୂଲ୍ୟ

August 28, 2026

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026
Latest News

ସୁନା ଦର କମିଲା, ରୂପା ମଧ୍ୟ ଶସ୍ତା: ଜାଣନ୍ତୁ ଆଜିର ମୂଲ୍ୟ

August 28, 2026

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.